ରାଜ୍ୟର ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି: କଟକରୁ ଲଢିବେ ଭର୍ତ୍ତୃହରି ମହତାବ

କନକ ବ୍ୟୁରୋ: ଆଜି ବିଜେପି ଓଡିଶାରେ ବାକି ଥିବା ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଯାଜପୁର, କନ୍ଧମାଳ ଓ କଟକ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଯାଜପୁରରୁ ରବିନ୍ଦ୍ର ନାରାୟଣ, କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀ ଓ କଟକରୁ ଲଢିବେ ଭର୍ତ୍ତୃହରି ମହତାବ । ତେବେ ଏହି ଲୋକସଭା ଆସନ ସହ ବିଜେପି ରାଜ୍ୟରେ ସମସ୍ତ ୨୧ ଲୋକସଭା ଆସନ ପାଇଁ ନିଜ ପ୍ରାର୍ଥୀ ଘୋଷଣା କରିସାରିଛି । […] The post ରାଜ୍ୟର ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି: କଟକରୁ ଲଢିବେ ଭର୍ତ୍ତୃହରି ମହତାବ first appeared on Kanak News.

ରାଜ୍ୟର ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି: କଟକରୁ ଲଢିବେ ଭର୍ତ୍ତୃହରି ମହତାବ

କନକ ବ୍ୟୁରୋ: ଆଜି ବିଜେପି ଓଡିଶାରେ ବାକି ଥିବା ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ଯାଜପୁର, କନ୍ଧମାଳ ଓ କଟକ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଯାଜପୁରରୁ ରବିନ୍ଦ୍ର ନାରାୟଣ, କନ୍ଧମାଳରୁ ସୁକାନ୍ତ କୁମାର ପାଣିଗ୍ରାହୀ ଓ କଟକରୁ ଲଢିବେ ଭର୍ତ୍ତୃହରି ମହତାବ । ତେବେ ଏହି ଲୋକସଭା ଆସନ ସହ ବିଜେପି ରାଜ୍ୟରେ ସମସ୍ତ ୨୧ ଲୋକସଭା ଆସନ ପାଇଁ ନିଜ ପ୍ରାର୍ଥୀ ଘୋଷଣା କରିସାରିଛି ।

କେଉଁଠୁ କିଏ ବିଜେପି ପ୍ରାର୍ଥୀ?
ସମ୍ବଲପୁର -ଧର୍ମେନ୍ଦ୍ର ପ୍ରଧାନ
ବରଗଡ – ପ୍ରଦୀପ ପୁରୋହିତ
ସୁନ୍ଦରଗଡ- ଜୁଏଲ ଓରାମ
କେନ୍ଦୁଝର- ଅନନ୍ତ ନାୟକ
ମୟୁରଭଞ୍ଜ- ନବ ଚରଣ ମାଝୀ
ବାଲେଶ୍ୱର -ପ୍ରତାପ ଚନ୍ଦ୍ର ଷଡଙ୍ଗୀ
ଭଦ୍ରକ- ଅଭିମନ୍ୟୁ ସେଠୀ
ଢେଙ୍କାନାଳ- ରୁଦ୍ର ନାରାୟଣ ପାଣି
ବଲାଙ୍ଗୀର – ସଙ୍ଗୀତା କୁମାରୀ ସିଂହ ଦେଓ
କଳାହାଣ୍ଡି- ମାଳବିକା କେଶରୀ ଦେଓ
ନବରଙ୍ଗପୁର- ବଳଭଦ୍ର ମାଝୀ
କେନ୍ଦ୍ରାପଡା- ବୈଜୟନ୍ତ ପଣ୍ଡା
ଜଗତସିଂହପୁର- ବିଭୂ ପ୍ରସାଦ ତରାଇ
ପୁରୀ– ସମ୍ବିତ ପାତ୍ର
ଭୁବନେଶ୍ୱର- ଅପରାଜିତା ଷଡଙ୍ଗୀ
ଆସିକା- ଅନିତା ଶୁଭଦର୍ଶିନୀ
ବ୍ରହ୍ମପୁର- ପ୍ରଦୀପ ପାଣିଗ୍ରାହୀ
କୋରାପୁଟ – କାଳୀରାମ ମାଝୀ
ଭଦ୍ରକ- ଅଭିମନ୍ୟୁ ସେଠୀ
କଟକ- ଭର୍ତ୍ତୃହରି ମହତାବ
ଯାଜପୁର- ରବୀନ୍ଦ୍ର ନାରାୟଣ ବେହେରା
କନ୍ଧମାଳ- ସୁକାନ୍ତ ପାଣିଗ୍ରାହୀ

The post ରାଜ୍ୟର ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି: କଟକରୁ ଲଢିବେ ଭର୍ତ୍ତୃହରି ମହତାବ first appeared on Kanak News.