ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୨୫୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡରେ ସର୍ବାଧିକ ୬୦ ଜଣ ଆକ୍ରାନ୍ତ ହୋଇଥିବା ବେଳେ ମୟୂରଭଞ୍ଜରେ ୪୦ ଆକ୍ରାନ୍ତ ହୋଇଛନ୍ତି। କିଛିଦିନ ପୂର୍ବରୁ ବାଲେଶ୍ୱରରେ ଜଣେ ବ୍ୟକ୍ତିଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିଲା। The post ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ appeared first on Dharitri Odia News.

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୨୫୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡରେ ସର୍ବାଧିକ ୬୦ ଜଣ ଆକ୍ରାନ୍ତ ହୋଇଥିବା ବେଳେ ମୟୂରଭଞ୍ଜରେ ୪୦ ଆକ୍ରାନ୍ତ ହୋଇଛନ୍ତି। କିଛିଦିନ ପୂର୍ବରୁ ବାଲେଶ୍ୱରରେ ଜଣେ ବ୍ୟକ୍ତିଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିଲା।

The post ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ appeared first on Dharitri Odia News.