ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା; ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ !

ଉପକୂଳବର୍ତ୍ତି ୯ ଜିଲ୍ଲାକୁ ଛାଡିଦେଲେ ବାକି ସବୁ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ରହିଛି। ବିଶେଷ କରି ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା; ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ !
Array