ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା, ୨୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା ।  ରାଜଧାନୀରେ କାଳବୈଶାଖୀ ତାଣ୍ଡବ। ଧୂଳିଝଡ଼ ସହ ପ୍ରବଳ ବର୍ଷା।  କାଳବୈଶାଖୀ ନେଇ ୨୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର। ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ସୁନ୍ଦରଗଡ଼, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଓ […] The post ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା, ୨୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି appeared first on KNews Odisha.

ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା, ୨୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି
red warning

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା ।  ରାଜଧାନୀରେ କାଳବୈଶାଖୀ ତାଣ୍ଡବ। ଧୂଳିଝଡ଼ ସହ ପ୍ରବଳ ବର୍ଷା।  କାଳବୈଶାଖୀ ନେଇ ୨୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର। ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ସୁନ୍ଦରଗଡ଼, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଓ କୁଆପଥର ପଡ଼ିବା ଆଶଙ୍କା ରହିଛି। ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ପର୍ଯ୍ୟନ୍ତ ପବନ ବହିପାରେ। ସେହିପରି ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୫ ତାରିଖ ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।  ରାଜଧାନୀରେ କାଳବୈଶାଖୀ ତାଣ୍ଡବ। ଧୂଳିଝଡ଼ ସହ ପ୍ରବଳ ବର୍ଷା। ବିଜୁଳି, ଘଡ଼ଘଡ଼ି ସହ ଅଧଘଣ୍ଟା ଧରି ଲାଗି ରହିଛି ବର୍ଷା। କାଳବୈଶାଖୀ ନେଇ ୨୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।

 

The post ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା, ୨୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି appeared first on KNews Odisha.