ରାଜ୍ୟରେ ଭାଜପା ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଭାଜପା ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ ବୋଲି ଜଣାପଡିଛି। ଏଥିସହ ଭାଜପାର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି   The post ରାଜ୍ୟରେ ଭାଜପା ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ରାଜ୍ୟରେ ଭାଜପା ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଭାଜପା ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ପ୍ରଧାନମନ୍ତ୍ରୀ ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସାକ୍ଷାତ କରିବେ ବୋଲି ଜଣାପଡିଛି। ଏଥିସହ ଭାଜପାର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି

 

The post ରାଜ୍ୟରେ ଭାଜପା ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.