ରାଜ୍ୟରେ ଲଗାଣ ବର୍ଷାରେ ସ୍ଥିତି ବେହାଲ

ଦୁଇ ଦିନ ହେଲା ଥମିବାର ନାଁ ନେଉନି ବର୍ଷା। କେଉଁଠି ଅବିଶ୍ରାନ୍ତ ବର୍ଷା ତ କେଉଁଠି ରହି ରହି କାଚୁଛି। ଅଧିକ ପ୍ରଭାବିତ ହୋଇଛି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର।