ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ
ଭୁବନେଶ୍ୱର,୧।୬: ରାଜ୍ୟରେ ଆଜି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ। ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନଙ୍କର ଭିଡ ଆରମ୍ଭ ହୋଇଗଲାଣି। ଆଜି ୬଼ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି। ୬ ସଂସଦୀୟ କ୍ଷେତ୍ର ପାଇଁ ୬୬ ଜଣ ଏବଂ ୪୨ ବିଧାନସଭା ଆସନ ପାଇଁ ୩୯୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ୯୯,୬୧,୦୫୭ ଭୋଟର ନିଜର ମତାଧିତ୍କାର […] The post ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ appeared first on Dharitri Odia News.
ଭୁବନେଶ୍ୱର,୧।୬: ରାଜ୍ୟରେ ଆଜି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ। ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନଙ୍କର ଭିଡ ଆରମ୍ଭ ହୋଇଗଲାଣି। ଆଜି ୬଼ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି।
୬ ସଂସଦୀୟ କ୍ଷେତ୍ର ପାଇଁ ୬୬ ଜଣ ଏବଂ ୪୨ ବିଧାନସଭା ଆସନ ପାଇଁ ୩୯୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ୯୯,୬୧,୦୫୭ ଭୋଟର ନିଜର ମତାଧିତ୍କାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୫୦,୮୮,୦୭୬ ପୁରୁଷ, ୪୮,୭୨,୨୯୪ ମହିଳା ଓ ୬୮୭ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି।
The post ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ appeared first on Dharitri Odia News.