ରାଜ୍ୟରେ ଶେଷ ପର୍ଯ୍ୟାୟ ଶେଷ ମତଦାନ, ଦିନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ

ଭୁବନେଶ୍ୱର ୦୧।୦୬ : ରାଜ୍ୟରେ ଶେଷ ପର୍ଯ୍ୟାୟ ଶେଷ ମତଦାନ । ଦିନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ ରେକର୍ଡ ହୋଇଛି । ଜଗତସିଂହପୁର ଲୋକସଭାରେ ୩୮.୮୨ ପ୍ରତିଶତ ମତଦାନ ରେକର୍ଡ ହୋଇଛି । ସେହିପରି ମୟୁରଭଞ୍ଜରେ ୪୦.୦୯ ପ୍ରତିଶତ, ବାଲେଶ୍ୱରରେ ୪୦.୭୧ ପ୍ରତିଶତ, ଭଦ୍ରକରେ ୩୬.୬୪ ପ୍ରତିଶତ,  ଯାଜପୁରରେ ୩୩.୯୬ ପ୍ରତିଶତ, କେନ୍ଦ୍ରାପଡ଼ାରେ ୩୫.୮୪ ପ୍ରତିଶତ ରେକର୍ଡ ହୋଇଛି ।ଶେଷ ପର୍ଯ୍ୟାୟ ମତଦାନରେ ୧୪୦୦ରୁ  ଅଧିକ ବୁଥ୍‌ ସମ୍ପୂର୍ଣ୍ଣ ରୂପେ ମହିଳା କର୍ମଚାରୀଙ୍କ  ଦ୍ୱାରା ପରିଚାଳିତ କରୁଛନ୍ତି । ଏହି ପର୍ଯ୍ୟାୟରେ  ପ୍ରାୟ ୭୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ  ହୋଇଛନ୍ତି । ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ କରିବାକୁ ସବୁପ୍ରକାର ପ୍ରସ୍ତୁତି ସରିଛି । ୪୨ଟି ନିର୍ବାଚନମଣ୍ଡଳୀରେ ଭୋଟ ପାଇଁ ମୋଟ  ୧୨୫ କମ୍ପାନି ସଶସ୍ତ୍ର କେନ୍ଦ୍ରୀୟ ବାହିନୀ ନିୟୋଜିତ ହୋଇଛନ୍ତି ।   

ରାଜ୍ୟରେ ଶେଷ ପର୍ଯ୍ୟାୟ ଶେଷ ମତଦାନ, ଦିନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ

ଭୁବନେଶ୍ୱର ୦୧।୦୬ : ରାଜ୍ୟରେ ଶେଷ ପର୍ଯ୍ୟାୟ ଶେଷ ମତଦାନ । ଦିନ ୧ଟା ସୁଦ୍ଧା ୩୭.୬୪ ପ୍ରତିଶତ ମତଦାନ ରେକର୍ଡ ହୋଇଛି । ଜଗତସିଂହପୁର ଲୋକସଭାରେ ୩୮.୮୨ ପ୍ରତିଶତ ମତଦାନ ରେକର୍ଡ ହୋଇଛି । 

ସେହିପରି ମୟୁରଭଞ୍ଜରେ ୪୦.୦୯ ପ୍ରତିଶତ, ବାଲେଶ୍ୱରରେ ୪୦.୭୧ ପ୍ରତିଶତ, ଭଦ୍ରକରେ ୩୬.୬୪ ପ୍ରତିଶତ,  ଯାଜପୁରରେ ୩୩.୯୬ ପ୍ରତିଶତ, କେନ୍ଦ୍ରାପଡ଼ାରେ ୩୫.୮୪ ପ୍ରତିଶତ ରେକର୍ଡ ହୋଇଛି ।

ଶେଷ ପର୍ଯ୍ୟାୟ ମତଦାନରେ ୧୪୦୦ରୁ  ଅଧିକ ବୁଥ୍‌ ସମ୍ପୂର୍ଣ୍ଣ ରୂପେ ମହିଳା କର୍ମଚାରୀଙ୍କ  ଦ୍ୱାରା ପରିଚାଳିତ କରୁଛନ୍ତି । ଏହି ପର୍ଯ୍ୟାୟରେ  ପ୍ରାୟ ୭୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ  ହୋଇଛନ୍ତି । ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ କରିବାକୁ ସବୁପ୍ରକାର ପ୍ରସ୍ତୁତି ସରିଛି । ୪୨ଟି ନିର୍ବାଚନମଣ୍ଡଳୀରେ ଭୋଟ ପାଇଁ ମୋଟ  ୧୨୫ କମ୍ପାନି ସଶସ୍ତ୍ର କେନ୍ଦ୍ରୀୟ ବାହିନୀ ନିୟୋଜିତ ହୋଇଛନ୍ତି ।