ରାଜ୍ୟରେ ସରିଲା ଦ୍ବିତୀୟ ପର୍ଯ୍ୟାୟ ପ୍ରଚାର ଯୁଦ୍ଧ
ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ସରିଲା ପ୍ରଚାର ଯୁଦ୍ଧ, ଏବେ ଭାଗ୍ୟ ନିର୍ଦ୍ଧାରଣର ପାଳି। ଗଞ୍ଜାମ ଜିଲ୍ଲାର ଆସିକା ସମେତ ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ଼,ଓ କନ୍ଧମାଳ ଲୋକସଭା ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନରେ ସୋମବାର ପଡ଼ିବ ଭୋଟ୍।