ରାଜ୍ୟରେ ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ

ବ୍ରହ୍ମପୁର, ନବରଙ୍ଗପୁର, କଳାହାଣ୍ଡି ଓ କୋରାପୁଟ। ୪ ସଂସଦୀୟ କ୍ଷେତ୍ରର ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହୋଇଛି ।

ରାଜ୍ୟରେ ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ

ରାଜ୍ୟରେ ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ। ଜୋର ଧରିଲା ରାଜନୈତିକ ବୟାନବାଜି। ବିଜେପି, ବିଜେଡି, କଂଗ୍ରେସ। କିଏ କେତେ ସିଟରେ ବିଜୟୀ ହେବ ସେ ସଂଖ୍ୟା ଏବେଠାରୁ କହି ବୁଲିଲେଣି ଏହି ତିନି ପ୍ରମୁଖ ଦଳ। ବ୍ରହ୍ମପୁର, ନବରଙ୍ଗପୁର, କଳାହାଣ୍ଡି ଓ କୋରାପୁଟ। ୪ ସଂସଦୀୟ କ୍ଷେତ୍ରର ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହୋଇଛି ।