ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ

ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା ପାଇଁ ପଞ୍ଚାୟତିରାଜ ବିଭାଗକୁ ପଠାଇଛି ନଗର ଉନ୍ନୟନ ବିଭାଗ। ବିଭାଗର ତର୍ଜମା ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ NAC ଗଠନ ହେବ। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ବର୍ତ୍ତମାନ ୧୭% ସହରାଞ୍ଚଳ ରହିଛି ଏହାକୁ ୩୦% ବୃଦ୍ଧି ପାଇଁ ଯୋଜନା ଚାଲିଥିବା ମନ୍ତ୍ରୀ […] The post ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ appeared first on Dharitri Odia News.

ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ

ଭୁବନେଶ୍ୱର,୨୩ା୪: ରାଜ୍ୟରେ ଆଉ ନୂଆ ୨୦ NAC ଗଠନ ପାଇଁ ପ୍ରକ୍ରିୟା ତ୍ୱରିତ ହୋଇଛି। NAC ହେବା ପାଇଁ ଜିଲାଗୁଡ଼ିକରୁ ଆସିଛି ରିପୋର୍ଟ। ତେବେ ତର୍ଜମା ପାଇଁ ପଞ୍ଚାୟତିରାଜ ବିଭାଗକୁ ପଠାଇଛି ନଗର ଉନ୍ନୟନ ବିଭାଗ। ବିଭାଗର ତର୍ଜମା ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ NAC ଗଠନ ହେବ। ଏନେଇ ସୂଚନା ଦେଇଛନ୍ତି ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ବର୍ତ୍ତମାନ ୧୭% ସହରାଞ୍ଚଳ ରହିଛି ଏହାକୁ ୩୦% ବୃଦ୍ଧି ପାଇଁ ଯୋଜନା ଚାଲିଥିବା ମନ୍ତ୍ରୀ କହିଛନ୍ତି।

The post ରାଜ୍ୟରେ ହେବ ଆଉ ୨୦ NAC: ମନ୍ତ୍ରୀ appeared first on Dharitri Odia News.