ରାଜ୍ୟରେ ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ

ଭୁବନେଶ୍ୱର : ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ । ଏନେଇ ସୋମବାର ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଏକ ବଡ଼ ଘୋଷଣା କରିଛନ୍ତି । ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଆଦର୍ଶ ଗାଁର ଉନ୍ନତି କରାଯିବ। ଏଥିରେ ୯ରୁ ୧୦ଟି ବିଭାଗ ମିଳିତ ଭାବେ ଗାଁର ଉନ୍ନତିରେ ସହଯୋଗ କରିବେ। ଯେତେ ବ୍ୟବସ୍ଥା ଅଛି ସବୁ ସରକାର ଯୋଗାଇ ଦେବେ ବୋଲି ମନ୍ତ୍ରୀ କହିଛନ୍ତି। ସରାକରଙ୍କ ପକ୍ଷରୁ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। […]

ରାଜ୍ୟରେ ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ
ରାଜ୍ୟରେ ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ

ଭୁବନେଶ୍ୱର : ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ । ଏନେଇ ସୋମବାର ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଏକ ବଡ଼ ଘୋଷଣା କରିଛନ୍ତି । ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଆଦର୍ଶ ଗାଁର ଉନ୍ନତି କରାଯିବ। ଏଥିରେ ୯ରୁ ୧୦ଟି ବିଭାଗ ମିଳିତ ଭାବେ ଗାଁର ଉନ୍ନତିରେ ସହଯୋଗ କରିବେ। ଯେତେ ବ୍ୟବସ୍ଥା ଅଛି ସବୁ ସରକାର ଯୋଗାଇ ଦେବେ ବୋଲି ମନ୍ତ୍ରୀ କହିଛନ୍ତି। ସରାକରଙ୍କ ପକ୍ଷରୁ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ୍‌ଶୀଘ୍ର ଏହା କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।