ରାଜ୍ୟସଭା ପାଇଁ ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ରାଜ୍ୟସଭା ପାଇଁ ୪ ଜଣ ମନୋନୀତ ହୋଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟସଭା ପାଇଁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ... The post ରାଜ୍ୟସଭା ପାଇଁ ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି appeared first on .
ନୂଆଦିଲ୍ଲୀ: ରାଜ୍ୟସଭା ପାଇଁ ୪ ଜଣ ମନୋନୀତ ହୋଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟସଭା ପାଇଁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କରିଛନ୍ତି। ଏଥିରେ ସରକାରୀ ଓକିଲ ଉଜ୍ଜ୍ୱଳ ଦେବରାଓ ନିକମ, କେରଳର ବରିଷ୍ଠ ସମାଜସେବୀ ଏବଂ ଶିକ୍ଷାବିତ୍ ସି. ସଦାନନ୍ଦନ ମାଷ୍ଟର, ଭାରତର ପୂର୍ବତନ ବୈଦେଶିକ ସଚିବ ହର୍ଷବର୍ଦ୍ଧନ ଶ୍ରିଙ୍ଗଲା ଏବଂ ପ୍ରଖ୍ୟାତ ଐତିହାସିକ ଏବଂ ଶିକ୍ଷାବିତ୍ ମୀନାକ୍ଷୀ ଜୈନଙ୍କ ନାମ ରହିଛି। ୪ ଜଣଙ୍କୁ ମନୋନୀତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
The post ରାଜ୍ୟସଭା ପାଇଁ ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି appeared first on .