ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଲେ ସାଂସଦ ମମତା ମହନ୍ତ

ନନ୍ଦିଘୋଷ ବ୍ୟୁରୋ: ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହନ୍ତ। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ... The post ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଲେ ସାଂସଦ ମମତା ମହନ୍ତ appeared first on .

ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଲେ ସାଂସଦ ମମତା ମହନ୍ତ

ନନ୍ଦିଘୋଷ ବ୍ୟୁରୋ: ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହନ୍ତ। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକଡଙ୍କୁ ପ୍ରଦାନ କରିଛନ୍ତି। ମମତାଙ୍କ ଇସ୍ତଫାପତ୍ରକୁ ରାଜ୍ୟସଭା ଅଧ୍ୟକ୍ଷ ଗ୍ରହଣ କରିଥିବା ଗୃହରେ ଘୋଷଣା କରିଛନ୍ତି। ଏଥିସହ ସେ ବିଜୁ ଜନତା ଦଳରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ମମତା ମହନ୍ତ ୨୦୨୦ରେ ବିଜେଡିରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ କାର୍ଯ୍ୟକାଳ ଆସନ୍ତା ୨୦୨୬ ଏପ୍ରିଲରେ ଶେଷ ହେଉଥିଲା।

The post ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଲେ ସାଂସଦ ମମତା ମହନ୍ତ appeared first on .