ରାଜ୍ୟସଭାରୁ ଇସ୍ତଫା ଦେଲେ ସାଂସଦ ମମତା ମହନ୍ତ

ଭୁବନେଶ୍ବର: ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହନ୍ତ। ମମତାଙ୍କ ଇସ୍ତଫା ନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ସୂଚନା । ୨୦୨୦ ମସିହାରେ ରାଜ୍ୟସଭାକୁ ବିଜେଡି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ ମମତା ମହନ୍ତ। ୨୦୨୬ ମସିହା ଏପ୍ରିଲ ମାସରେ ସରିଥାନ୍ତା ମମତାଙ୍କ କାର୍ଯ୍ୟକାଳ । କୁଡ଼ୁମୀ ସଂପ୍ରଦାୟର ଟାଣୁଆ ନେତ୍ରୀ ହେଉଛନ୍ତି ମମତା ମହାନ୍ତ ।

ରାଜ୍ୟସଭାରୁ ଇସ୍ତଫା ଦେଲେ ସାଂସଦ ମମତା ମହନ୍ତ
Untitled 1 74