ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ଶ୍ରୁତିରାଣୀ ମନୋନୀତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ବିଜୟ ପଦ୍ମନାଭପୁର ଲାଡ଼ି ଗାଁ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ୭ମ ଶ୍ରେଣୀ ଛାତ୍ରୀ ଶ୍ରୁତିରାଣୀ ଦାସ ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ ଅଂଶଗ୍ରହଣ ପାଇଁ ମନୋନୀତ ହୋଇଛନ୍ତି। ଶୁକ୍ରବାର ଗଞ୍ଜାମ ଜିଲା କନିଶି ବାଲାଜୀ ବିଦ୍ୟାପୀଠ ଠାରେ ଆୟୋଜିତ ଜିଲାସ୍ତରୀୟ ବିଜ୍ଞାନ ମେଳାରେ ବିଜ୍ଞାନ ଶିକ୍ଷୟିତ୍ରୀ ସ୍ବାଗତିକା ସେଠୀଙ୍କ ସହାୟତାରେ ‘ମିଗ୍ନେଟିଭ ଲେଭିଟେସନ ପେନସିଲ’ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ହାସଲ କରିଥିଲେ। ତାଙ୍କୁ ରାଜ୍ୟସ୍ତରୀୟ ବିଜ୍ଞାନମେଳାରେ […] The post ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ଶ୍ରୁତିରାଣୀ ମନୋନୀତ appeared first on Dharitri Odia News.

ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ଶ୍ରୁତିରାଣୀ ମନୋନୀତ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ବିଜୟ ପଦ୍ମନାଭପୁର ଲାଡ଼ି ଗାଁ ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟ ୭ମ ଶ୍ରେଣୀ ଛାତ୍ରୀ ଶ୍ରୁତିରାଣୀ ଦାସ ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ ଅଂଶଗ୍ରହଣ ପାଇଁ ମନୋନୀତ ହୋଇଛନ୍ତି। ଶୁକ୍ରବାର ଗଞ୍ଜାମ ଜିଲା କନିଶି ବାଲାଜୀ ବିଦ୍ୟାପୀଠ ଠାରେ ଆୟୋଜିତ ଜିଲାସ୍ତରୀୟ ବିଜ୍ଞାନ ମେଳାରେ ବିଜ୍ଞାନ ଶିକ୍ଷୟିତ୍ରୀ ସ୍ବାଗତିକା ସେଠୀଙ୍କ ସହାୟତାରେ ‘ମିଗ୍ନେଟିଭ ଲେଭିଟେସନ ପେନସିଲ’ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ହାସଲ କରିଥିଲେ। ତାଙ୍କୁ ରାଜ୍ୟସ୍ତରୀୟ ବିଜ୍ଞାନମେଳାରେ ଅଂଶଗ୍ରହଣ ପାଇଁ ମନୋନୀତ କରାଯାଇଥିବା ପ୍ରଧାନଶିକ୍ଷକ ରାଜେନ୍ଦ୍ର କୁମାର ଗୌଡ଼ କହିଛନ୍ତି।

The post ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ଶ୍ରୁତିରାଣୀ ମନୋନୀତ appeared first on Dharitri Odia News.