ରାତି ୧୦ଟାରେ ଲିଙ୍ଗରାଜ ମନ୍ଦିରରେ ଉଠିବ ମହାଦୀପ

ଭୁବନେଶ୍ୱର: ଚଳିତବର୍ଷ ଫେବୃଆରୀ ୨୬ ତାରିଖରେ ପଡୁଛି ଜାଗର ଅର୍ଥାତ୍ ମହାଶିବରାତ୍ରି । ମହାଶିବରାତ୍ରୀ ନେଇ ମଙ୍ଗଳବାର ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ରାତି ୧୦ଟାରେ ଲିଙ୍ଗରାଜ ମନ୍ଦିରରେ ମହାଦୀପ ଉଠିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ବୈଠକରେ ଶାନ୍ତିପୂର୍ଣ୍ଣ ଭାବେ ଲିଙ୍ଗରାଜଙ୍କ ନୀତି ସମ୍ପନ୍ନ, ଠିକ୍ ସମୟରେ ମହାଦୀପ ଉଠିବା, ଟ୍ରାଫିକ୍ ପରିଚାଳନା, ପାଣି , ବିଦ୍ୟୁତ୍ ବ୍ୟବସ୍ଥା ଓ ଶୃଙ୍ଖଳିତ ଦର୍ଶନ ଆଦି ବିଷୟରେ ଆଲୋଚନା କରାଯାଇଥିବା […] The post ରାତି ୧୦ଟାରେ ଲିଙ୍ଗରାଜ ମନ୍ଦିରରେ ଉଠିବ ମହାଦୀପ appeared first on Odisha.News.

ରାତି ୧୦ଟାରେ ଲିଙ୍ଗରାଜ ମନ୍ଦିରରେ ଉଠିବ ମହାଦୀପ

ଭୁବନେଶ୍ୱର: ଚଳିତବର୍ଷ ଫେବୃଆରୀ ୨୬ ତାରିଖରେ ପଡୁଛି ଜାଗର ଅର୍ଥାତ୍ ମହାଶିବରାତ୍ରି । ମହାଶିବରାତ୍ରୀ ନେଇ ମଙ୍ଗଳବାର ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ରାତି ୧୦ଟାରେ ଲିଙ୍ଗରାଜ ମନ୍ଦିରରେ ମହାଦୀପ ଉଠିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ବୈଠକରେ ଶାନ୍ତିପୂର୍ଣ୍ଣ ଭାବେ ଲିଙ୍ଗରାଜଙ୍କ ନୀତି ସମ୍ପନ୍ନ, ଠିକ୍ ସମୟରେ ମହାଦୀପ ଉଠିବା, ଟ୍ରାଫିକ୍ ପରିଚାଳନା, ପାଣି , ବିଦ୍ୟୁତ୍ ବ୍ୟବସ୍ଥା ଓ ଶୃଙ୍ଖଳିତ ଦର୍ଶନ ଆଦି ବିଷୟରେ ଆଲୋଚନା କରାଯାଇଥିବା ଜଣାପଡିଛି।ତେବେ ମହା ଆଡମ୍ବରରେ ଜାଗର ପାଳନ କରିବା ପାଇଁ ରାଜ୍ଯର ପ୍ରାୟ ସମସ୍ତ ଶୈବ ପୀଠରେ ଏକପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଗଲାଣି।

The post ରାତି ୧୦ଟାରେ ଲିଙ୍ଗରାଜ ମନ୍ଦିରରେ ଉଠିବ ମହାଦୀପ appeared first on Odisha.News.