ରାତିଅଧରେ ଯୁବବ୍ୟବସାୟୀଙ୍କ ଉପରକୁ ବୋମା ପରେ….
ନୟାଗଡ଼/ରଣପୁର,୮।୨(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନୟାଗଡ଼ ଜିଲା ରଣପୁର ଥାନା ରାଜସୁନାଖଳାରେ ଶୁକ୍ରବାର ବିଳମ୍ବିତ ରାତିରେ ବୋମା ଫୁଟିଛି। ପୁର୍ବଶତ୍ରୁତାକୁ କେନ୍ଦ୍ର କରି ରଜ ସୁନାଖଳାର ଯୁବ ବ୍ୟବସାୟୀ ସନ୍ତୋଷ କୁମାର ସାହୁଙ୍କ ଉପରେ ବୋମା ମାଡ଼ ହୋଇଛି। ସନ୍ତୋଷଙ୍କୁ ପ୍ରଥମେ ରାଜସୁନାଖଳା ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥାବସ୍ଥାରେ ଉର୍ଣ୍ଣତି ନ ଆସିବାରୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଥିଲା।ରାଜସୁନାଖଳା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରିରଖିଛ। ତେବେ ଏ ନେଇ ଥାନାରେ ଅଭିଯୋଗ ହୋଇ ନାହିଁ l […] The post ରାତିଅଧରେ ଯୁବବ୍ୟବସାୟୀଙ୍କ ଉପରକୁ ବୋମା ପରେ…. appeared first on Dharitri Odia News.
ନୟାଗଡ଼/ରଣପୁର,୮।୨(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ):ନୟାଗଡ଼ ଜିଲା ରଣପୁର ଥାନା ରାଜସୁନାଖଳାରେ ଶୁକ୍ରବାର ବିଳମ୍ବିତ ରାତିରେ ବୋମା ଫୁଟିଛି। ପୁର୍ବଶତ୍ରୁତାକୁ କେନ୍ଦ୍ର କରି ରଜ ସୁନାଖଳାର ଯୁବ ବ୍ୟବସାୟୀ ସନ୍ତୋଷ କୁମାର ସାହୁଙ୍କ ଉପରେ ବୋମା ମାଡ଼ ହୋଇଛି। ସନ୍ତୋଷଙ୍କୁ ପ୍ରଥମେ ରାଜସୁନାଖଳା ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥାବସ୍ଥାରେ ଉର୍ଣ୍ଣତି ନ ଆସିବାରୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଥିଲା।ରାଜସୁନାଖଳା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରିରଖିଛ। ତେବେ ଏ ନେଇ ଥାନାରେ ଅଭିଯୋଗ ହୋଇ ନାହିଁ l ସନ୍ତୋଷ ରାଜସୁନାଖଳା ତଳ ବଜାରରେ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ପେଟ୍ରୋଲ ପମ୍ପ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବୋମା ମାଡ଼ ହୋଇଥିଲା।
The post ରାତିଅଧରେ ଯୁବବ୍ୟବସାୟୀଙ୍କ ଉପରକୁ ବୋମା ପରେ…. appeared first on Dharitri Odia News.