ରାବଣ ପୋଡିବେଳେ ବଡ଼ ଅଘଟଣ, ଯୁବକଙ୍କ ଛାତିରେ ପଡିଲା ନିଆଁ
ରାଉରକେଲା,୧୨।୧୦: ଇସ୍ପାତନଗରୀ ରାଉରକେଲାରେ ଶନିବାର ଦଶହରା ପାଳନବେଳେ ଘଟିଛି ବଡ଼ ଅଘଟଣ। ସେକ୍ଟର-୧୩ ମେଲଣ ପଡିଆ ଆୟୋଜିତ ରାବଣପୋଡି ସମୟରେ ଏକ ଅଘଟଣ ଘଟିଛି। ଜଣେ ଯୁବକଙ୍କ ଛାତିରେ ବାଣର ନିଆଁ ପଡି ସେ ଗୁରୁତର ଆହାତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତର ବ୍ୟକ୍ତି ହେଲେ ରାକେଶ। ରାକେଶ ଅନ୍ୟ ଦର୍ଶକମାନଙ୍କ ଭଳି ଆତାସବାଜି ଦେଖୁଥିଲେ। ଏହି ସମୟରେ ନିଆଁ ଲାଗିଥିବା ଏକ ବାଣ ଆସି ରାକେଶଙ୍କ ଛାତିରେ ବାଜିଲା। ତାଙ୍କୁ […] The post ରାବଣ ପୋଡିବେଳେ ବଡ଼ ଅଘଟଣ, ଯୁବକଙ୍କ ଛାତିରେ ପଡିଲା ନିଆଁ appeared first on Dharitri Odia News.
ରାଉରକେଲା,୧୨।୧୦: ଇସ୍ପାତନଗରୀ ରାଉରକେଲାରେ ଶନିବାର ଦଶହରା ପାଳନବେଳେ ଘଟିଛି ବଡ଼ ଅଘଟଣ। ସେକ୍ଟର-୧୩ ମେଲଣ ପଡିଆ ଆୟୋଜିତ ରାବଣପୋଡି ସମୟରେ ଏକ ଅଘଟଣ ଘଟିଛି। ଜଣେ ଯୁବକଙ୍କ ଛାତିରେ ବାଣର ନିଆଁ ପଡି ସେ ଗୁରୁତର ଆହାତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତର ବ୍ୟକ୍ତି ହେଲେ ରାକେଶ।
ରାକେଶ ଅନ୍ୟ ଦର୍ଶକମାନଙ୍କ ଭଳି ଆତାସବାଜି ଦେଖୁଥିଲେ। ଏହି ସମୟରେ ନିଆଁ ଲାଗିଥିବା ଏକ ବାଣ ଆସି ରାକେଶଙ୍କ ଛାତିରେ ବାଜିଲା। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଡାକ୍ତରଖାନା ନିଆଯାଇଛି।
The post ରାବଣ ପୋଡିବେଳେ ବଡ଼ ଅଘଟଣ, ଯୁବକଙ୍କ ଛାତିରେ ପଡିଲା ନିଆଁ appeared first on Dharitri Odia News.