ରାମକୋ ସିମେଣ୍ଟ କାରଖାନା ପରିସରରେ ରାମକୋ ପ୍ରତିଷ୍ଠାତାଙ୍କ ଜନ୍ମ ଜୟନ୍ତୀ ପାଳିତ

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ୍ ହରିଦାସପୁର ଠାରେ ଥିବା ରାମକୋ ସିମେଣ୍ଟ କାରଖାନା ପରିସରରେ ରାମକୋ ପ୍ରତିଷ୍ଠାତାଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । କମ୍ପାନିର ପ୍ରତିଷ୍ଠାତା ପି.ଏସି. ରାମସ୍ବାମୀ ରାଜାଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ କମ୍ପାନି ପରିସରରେ ଏକ ହୋମ ଯଜ୍ଞ ଅନୁଷ୍ଠିତ ହୋଇଥିଲା।କମ୍ପାନି ପ୍ରତିଷ୍ଠାତାଙ୍କ ଉଦ୍ୟମରେ ଏଠାରେ ହଜାର ହଜାର ସଂଖ୍ୟାରେ କର୍ମଚାରୀ ନିଯୁକ୍ତି ପାଇପାରିଛନ୍ତି । ଏହି ଜନ୍ମ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ଅନାଥ ଆଶ୍ରମ, ଜରାଶ୍ରମରେ ଖାଦ୍ୟ ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମରେ କମ୍ପାନିର ୟୁନିଟ ହେଡଙ୍କ ସହ ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ। ଆଗାମୀ ଦିନରେ ମଧ୍ୟ କମ୍ପାନି ପକ୍ଷରୁ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି କମ୍ପାନୀ କର୍ତ୍ତୃପକ୍ଷ କହିଛନ୍ତି।

ରାମକୋ ସିମେଣ୍ଟ କାରଖାନା ପରିସରରେ ରାମକୋ ପ୍ରତିଷ୍ଠାତାଙ୍କ ଜନ୍ମ ଜୟନ୍ତୀ ପାଳିତ

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ୍ ହରିଦାସପୁର ଠାରେ ଥିବା ରାମକୋ ସିମେଣ୍ଟ କାରଖାନା ପରିସରରେ ରାମକୋ ପ୍ରତିଷ୍ଠାତାଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । କମ୍ପାନିର ପ୍ରତିଷ୍ଠାତା ପି.ଏସି. ରାମସ୍ବାମୀ ରାଜାଙ୍କ ଜନ୍ମ ଜୟନ୍ତୀ ପାଳନ ଅବସରରେ କମ୍ପାନି ପରିସରରେ ଏକ ହୋମ ଯଜ୍ଞ ଅନୁଷ୍ଠିତ ହୋଇଥିଲା।

କମ୍ପାନି ପ୍ରତିଷ୍ଠାତାଙ୍କ ଉଦ୍ୟମରେ ଏଠାରେ ହଜାର ହଜାର ସଂଖ୍ୟାରେ କର୍ମଚାରୀ ନିଯୁକ୍ତି ପାଇପାରିଛନ୍ତି । ଏହି ଜନ୍ମ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ଅନାଥ ଆଶ୍ରମ, ଜରାଶ୍ରମରେ ଖାଦ୍ୟ ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମରେ କମ୍ପାନିର ୟୁନିଟ ହେଡଙ୍କ ସହ ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ। ଆଗାମୀ ଦିନରେ ମଧ୍ୟ କମ୍ପାନି ପକ୍ଷରୁ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି କମ୍ପାନୀ କର୍ତ୍ତୃପକ୍ଷ କହିଛନ୍ତି।