ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ଅଧା ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ମୋଦି ସରକାରଙ୍କ ଘୋଷଣା
ନୂଆଦିଲ୍ଲୀ,୧୮।୧: ରାମ ମନ୍ଦିରର ଉଦ୍ଘାଟନକୁ ନେଇ ଜୋସୋରରେ ପ୍ରସ୍ତୁତି ଚାଲିଥିବା ବେଳେ କେନ୍ଦ୍ରରେ ମୋଦି ସରକାର ଗୁରୁବାର (ଜାନୁଆରୀ ୧୮) ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦ୍ର ରାଜ୍ୟ ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି ଯେ, ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ଜାନୁଆରୀ ୨୨ ରେ ସରକାରୀ କାର୍ଯ୍ୟାଳୟ ଅଧା ଦିନ ବନ୍ଦ ରହିବ। ଜିତେନ୍ଦ୍ର ସିଂ କହିଛନ୍ତି , କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ଅଧା ଦିନ ବିରତି ଦିଆଯିବ। ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି […] The post ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ଅଧା ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ମୋଦି ସରକାରଙ୍କ ଘୋଷଣା appeared first on Dharitri Odia News.
ନୂଆଦିଲ୍ଲୀ,୧୮।୧: ରାମ ମନ୍ଦିରର ଉଦ୍ଘାଟନକୁ ନେଇ ଜୋସୋରରେ ପ୍ରସ୍ତୁତି ଚାଲିଥିବା ବେଳେ କେନ୍ଦ୍ରରେ ମୋଦି ସରକାର ଗୁରୁବାର (ଜାନୁଆରୀ ୧୮) ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦ୍ର ରାଜ୍ୟ ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି ଯେ, ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ଜାନୁଆରୀ ୨୨ ରେ ସରକାରୀ କାର୍ଯ୍ୟାଳୟ ଅଧା ଦିନ ବନ୍ଦ ରହିବ।
ଜିତେନ୍ଦ୍ର ସିଂ କହିଛନ୍ତି , କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ଅଧା ଦିନ ବିରତି ଦିଆଯିବ। ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଛନ୍ତି।
The post ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ଅଧା ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ମୋଦି ସରକାରଙ୍କ ଘୋଷଣା appeared first on Dharitri Odia News.