ରାଶିଫଳ : ଛାତ୍ରଛାତ୍ରୀମାନେ ପାଠ ପଢାକୁ ନେଇ ଆଜି ଖୁସି ରହିବେ

ମେଷ : ଆପଣ ପରିବାର ସଦସ୍ୟଙ୍କ ସହିତ କିଛି ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି । ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିବ । ଯେଉଁଥି ପାଇଁ ପିଲାମାନେ ଅତ୍ୟନ୍ତ ଖୁସି ରହିବେ । ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି ।  ସାଙ୍ଗଙ୍କ ସହ ବହୁତ ଖୁସି ରହିବେ । କିଛି କାମ ପାଇଁ ଖୁସି ରହିବେ ।  ପାରିବାରିକ ପରିବେଶ ଠିକ୍‌ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହିତ ସମାପ୍ତ […] The post ରାଶିଫଳ : ଛାତ୍ରଛାତ୍ରୀମାନେ ପାଠ ପଢାକୁ ନେଇ ଆଜି ଖୁସି ରହିବେ appeared first on KNews Odisha.

ରାଶିଫଳ : ଛାତ୍ରଛାତ୍ରୀମାନେ ପାଠ ପଢାକୁ ନେଇ ଆଜି ଖୁସି ରହିବେ
horoscope

ମେଷ : ଆପଣ ପରିବାର ସଦସ୍ୟଙ୍କ ସହିତ କିଛି ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି । ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିବ । ଯେଉଁଥି ପାଇଁ ପିଲାମାନେ ଅତ୍ୟନ୍ତ ଖୁସି ରହିବେ । ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି ।  ସାଙ୍ଗଙ୍କ ସହ ବହୁତ ଖୁସି ରହିବେ । କିଛି କାମ ପାଇଁ ଖୁସି ରହିବେ ।  ପାରିବାରିକ ପରିବେଶ ଠିକ୍‌ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହିତ ସମାପ୍ତ ହେବ । ଲଭ୍‌ମେଣ୍ଟଙ୍କର ପାରସ୍ପର ଉପରେ ବିଶ୍ୱାସ ଗଭୀର ହେବ ।

ବୃଷ : ଆର୍ଥିକ ସ୍ଥିତି ଯୋଗୁ ଚିନ୍ତିତ ରହିବେ । ଛାତ୍ରମାନଙ୍କ ମନ ପାଠପଢାରେ ଲାଗିନପାରେ । ସାଙ୍ଗଙ୍କ ସହ ଭେଟ ହୋଇପାରେ । ପାରିବାରିକ ଜୀବନ ଖୁସି ମିଳିପାରେ । ମନ ଖୁସି ରହିପାରେ । ଲଭ୍‌ମେଣ୍ଟଙ୍କ ଠାରୁ ଉପହାର ମିଳିପାରେ । ପରିବାରରେ ଚାଲିଥିବା ସମସ୍ୟାର ସମାଧାନ ହେବ, ସମସ୍ତଙ୍କ ସହ ଖୁସିର ସମୟ କାଟିବେ ।  ନିଜ କଥା ଉପରେ ନିୟନ୍ତ୍ରଣ ରଖିବା ଜରୁରୀ ନଚେତ, କାହା ସହ ଝଗଡା ହୋଇପାରେ ।

ମିଥୁନ : ବ୍ୟବସାୟ କ୍ଷେତ୍ରରେ ଏକ ଅଘଟଣ ହୋଇପାରେ ।  ପିଲାଙ୍କ ଶିକ୍ଷାକୁ ନେଇ ଆପଣ ଚିନ୍ତିତ ରହିପାରନ୍ତି । ନିଜ ଜିନିଷର ଧ୍ୟାନ ରହିଖିବେ, ନଚେତ ହଜିବାର ସମ୍ଭାବନା ରହିଛି । ଘରକୁ ଅତିଥି ଆସିପାରନ୍ତି । ଆର୍ଥିକ ଯୋଜନାରେ ପରିବର୍ତ୍ତନ କରାଯାଇପାରେ ଯାହା ଭବିଷ୍ୟତରେ ଲାଭଦାୟକ ପ୍ରମାଣିତ ହୋପାରିବ । କିଛି କାମ ଯୋଗୁ ମାନ ସମ୍ମାନ ମିଳିପାରେ ।

କର୍କଟ : ଯଦି ଛାତ୍ରମାନେ ପ୍ରତିଯୋଗିତା ପାଇଁ ପ୍ରସ୍ତୁତ ହେଉଛନ୍ତି ତେବେ ସେମାନେ ଏଥିରେ ସଫଳତା ପାଇପାରନ୍ତି । ଲଭ୍‌ମେଣ୍ଟଙ୍କ ପାଇଁ ଦିନଟି ଶୁଭ ରହିଛି ।  କିଛି କାମ ପାଇଁ ଅନ୍ୟ ଜଣଙ୍କୁ ସାହାର୍ଯ୍ୟ କରିବେ ।  ଆର୍ଥିକ ସ୍ଥିତି ପାଇଁ ଚିନ୍ତିତ ରହିପାରନ୍ତି । ଦାମ୍ପତ୍ୟ ଜୀବନରେ ଆଜି ସୁଖ ମିଳିପାରେ । ଆଜି ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଦିନ ହୋଇପାରେ ।

ସିଂହ : ଆଜି ଆପଣଙ୍କ ଦିନ ଆପଣଙ୍କ ପାଇଁ ଅନୁକୂଳ ହେବାକୁ ଯାଉଛି ।  ଆପଣ ଆଜି ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି । କିଛି ନୂଆ ସାଙ୍ଗ ହୋଇପାରନ୍ତି ।ଆପଣ ଏକ ବଡ ନିଷ୍ପତ୍ତି ନେଇପାରନ୍ତି, ଯାହା ଆର୍ଥିକ ଲାଭର ଏକ ଉପାୟ ହୋଇପାରେ ।  କୌଣସି ସମ୍ପର୍କ ମଧ୍ୟରେ ଚାଲିଥିବା ମତଭେଦ ଆଜି ଶେଷ ହେବ ।

କନ୍ୟା : ଦାମ୍ପତ୍ୟ ଜୀବନରେ ଖୁସି ମଳିବ । ଆଜି ଆପଣଙ୍କ ଦିନଟି ଅଳସୁଆରେ ପରିପୂର୍ଣ୍ଣ ହେବ ରହିପାରେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବା ଜରୁରୀ । ଗାଡି ଚଳାଇବା ସମୟରେ ସାବଧାନ ରୁହନ୍ତୁ, ଆଘାତ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କୁ ଅନେକ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡିପାରେ । କାର୍ଯ୍ୟ ପାଇଁ ବାହାରକୁ ଯାତ୍ରା କରିପାରନ୍ତି ।

ତୁଳା : ନିଜ ଉପରେ ନିୟନ୍ତ୍ରଣ ରିଖିବା ଯୋଗୁ ଅନେକ ସମସ୍ୟାର ସମାଧାନ ହୋଇପାରେ । ପେଟ ସମ୍ବନ୍ଧୀୟ ରୋଗ ଉତ୍ପନ୍ନ ହୋଇପାରେ । କୌଣସି କାମ ପାଇଁ ଚିନ୍ତିତ ରହିପାରନ୍ତି । କାର୍ଯ୍ୟକ୍ଷେତ୍ରରେ ସୁଖଦ ପରିବର୍ତ୍ତନ ଆସିପାରେ ।   ଅଫିସ୍‌ରେ ବସ୍‌ ଆପଣଙ୍କର ପ୍ରଶଂସା କରିବେ । ପରିବାରରେ ସୁଖ ଏବଂ ଶାନ୍ତିର ପରିବେଶ ରହିବ ।

ବିଛା : ଆଜି ଆପଣ କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ବାହାରକୁ ଯାଇପାରନ୍ତି । ବ୍ୟବସାୟ ପାଇଁ ଦିନଟି ଠିକ୍‌ ଠାକ୍‌ ରହିବ । ପୁରୁଣା ସାଙ୍ଗମାନଙ୍କ ସହ ଭେଟ ହେବା ଯୋଗୁ ଆପଣ ଖୁସି ରହିବେ । ଯେଉଁଥିପାଇଁ କାର୍ଯ୍ୟ ଠିକ୍ ସମୟରେ ଶେଷ ହୋଇନପାରେ । ଲଭ୍‌ମେଣ୍ଟଙ୍କ ପାଇଁ ସମୟ ଭଲରେ କଟିବ ।ମନରୁ କରିଥିବା କାମ ପୂରା ହୋଇଯିବ ।

ଧନୁ :  ଆଜି ଆପଣଙ୍କ ପାଇଁ ଦିନଟି ଭଲ ରହିପାରେ । ପିଲାମାନଙ୍କୁ ଗୁରୁଜନଙ୍କ ଆଶିର୍ବାଦ ମଳିବ ।  ଆପଣଙ୍କୁ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାର ହୋଇପାରେ । ବ୍ୟବସାୟରେ ଲାଭ ମଳିପାରେ । କର୍ମକ୍ଷେତ୍ରରେ ଆପଣଙ୍କୁ ଅସୁବିଧା ହୋଇପାରେ । ଆଜି ପରିବାର ସହିତ ସମୟ କାଟିବେ ।

ମକର :  ଦାମ୍ପତ୍ୟ ଜୀବନ ପାଇଁ ଦିନଟି ଭଲ ରହିବ ।  ପିଲାମାନେ ମା’ଓ ବାପାଙ୍କ ସହ ବାହାରକୁ ବୁଲିବା ପାଇଁ ଯାଇପାରନ୍ତି । ସ୍ୱାସ୍ଥ୍ୟ ଠିକ୍‌ ରହିବ । ବିବାହିତ ଜୀବନରେ ଖୁସି ମଳିବ, ଜୀବନସାଥୀଙ୍କଠାରୁ ସମର୍ଥନ ମଧ୍ୟ ପାଇବେ । ଆଜି ଆପଣ ବ୍ୟବସାୟରେ ସାଧାରଣ ଅପେକ୍ଷା ଭଲ ଲାଭ ପାଇବେ ।

କୁମ୍ଭ :  ଆପଣ ସାଙ୍ଗମାନଙ୍କ ସହିତ ଯାତ୍ରା କରିବାକୁ ଯୋଜନା କରିପାରିବେ ।  ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।  ଆଜି ଆପଣଙ୍କ ଦିନଟି ଠିକ୍‌ ଠାକ୍‌ ରହିବ ।  ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବୃଦ୍ଧି ପାଇବ । ପରିବାର ସହିତ ସୁଖଦ ସମୟ କାଟିବେ ।  କୌଣସି କାର୍ଯ୍ୟ ଯୋଗୁ ଲାଭବାନ ହୋଇପାରନ୍ତି । ସାଙ୍ଗଙ୍କ ସହ ଭଲ ସମୟ କଟିବ । ଲଭ୍‌ମେଣ୍ଟଙ୍କ ପାଇଁ ଦିନଟି ବହୁତ ହିଁ ଭଲ ରହିଛି ।

ମୀନ : ଘର କାମ ପାଇଁ ଜୀବନସାଥୀଙ୍କ ସହଯୋଗ ମଳିପାରେ । ଚିନ୍ତା କରିଥିବା କାମ ପୂରା ହୋଇଯିବ । ରୋଜଗାର କରିବା ପାଇଁ ନୂଆ ନୂଆ ରାସ୍ତା ମଳିଯିବ ।  ସ୍ୱାସ୍ଥ୍ୟ ଠିକ୍‌ ରହିବ । ପୂର୍ବରୁ କରିଥିବା କାମର ଶୁଭ ଫଳ ମଳିବ । ଆର୍ଥିକ ଲାଭ ମିଳିପାରେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାର ଥିଲେ ସମାଧାନ ହୋଇଯିବ ।

 

The post ରାଶିଫଳ : ଛାତ୍ରଛାତ୍ରୀମାନେ ପାଠ ପଢାକୁ ନେଇ ଆଜି ଖୁସି ରହିବେ appeared first on KNews Odisha.