ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଭୁବନେଶ୍ୱର,୨୧।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ଥିଲା। ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଛାତ୍ରୀଛାତ୍ରଙ୍କ ଏନଆରଟିଏସ ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷାକୁ ସରକାର ଘୁଞ୍ଚାଇ ଦେଇଛନ୍ତି। ଏହି ପରୀକ୍ଷା ୨୩ ଏବଂ ୨୫ ତାରିଖରେ ହେବାର ଥିଲା। ପରୀକ୍ଷା ପୁଣି କେବେ ହେବ ସେନେଇ ବୋର୍ଡ ପକ୍ଷରୁ ଜଣାଇ […] The post ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ appeared first on Dharitri Odia News.

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

ଭୁବନେଶ୍ୱର,୨୧।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ଥିଲା।

ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଛାତ୍ରୀଛାତ୍ରଙ୍କ ଏନଆରଟିଏସ ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷାକୁ ସରକାର ଘୁଞ୍ଚାଇ ଦେଇଛନ୍ତି। ଏହି ପରୀକ୍ଷା ୨୩ ଏବଂ ୨୫ ତାରିଖରେ ହେବାର ଥିଲା। ପରୀକ୍ଷା ପୁଣି କେବେ ହେବ ସେନେଇ ବୋର୍ଡ ପକ୍ଷରୁ ଜଣାଇ ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

The post ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ appeared first on Dharitri Odia News.