ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ, ୨୩ରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ
ଭୁବନେଶ୍ୱର : ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ । ୨୩ରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି । ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ବରରେ କାର୍ଯ୍ୟକ୍ରମ ଥିଲା । ୨୩ ରୁ ୨୫ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଥିଲା । ମୟରଭଞ୍ଜରେ ବାଙ୍ଗିରିପୋଷି, ଉପରବେଡ଼ା ଓ ରାଇରଙ୍ଗପରୁରେ କାର୍ଯ୍ୟକ୍ରମ ଥିଲା । ଅନିବାର୍ଯ୍ୟ କାରଣବଶତଃ ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ ରଖାଯାଇଛି । The post ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ, ୨୩ରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ appeared first on KNews Odisha.

ଭୁବନେଶ୍ୱର : ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ । ୨୩ରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି । ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ବରରେ କାର୍ଯ୍ୟକ୍ରମ ଥିଲା । ୨୩ ରୁ ୨୫ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଥିଲା । ମୟରଭଞ୍ଜରେ ବାଙ୍ଗିରିପୋଷି, ଉପରବେଡ଼ା ଓ ରାଇରଙ୍ଗପରୁରେ କାର୍ଯ୍ୟକ୍ରମ ଥିଲା । ଅନିବାର୍ଯ୍ୟ କାରଣବଶତଃ ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ ରଖାଯାଇଛି ।
The post ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ, ୨୩ରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ appeared first on KNews Odisha.