ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ବିଜେଡି ଟିମ୍
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ବିଜେଡି ଟିମ୍। ରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେଡିର ୩ ଜଣିଆ ଟିମ୍। ବିରୋଧୀ ଦଳ ମୁଖ୍ୟ... The post ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ବିଜେଡି ଟିମ୍ appeared first on .
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ବିଜେଡି ଟିମ୍। ରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେଡିର ୩ ଜଣିଆ ଟିମ୍। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ବରେ ଭେଟିଛନ୍ତି ଟିମ୍। ରାଜ୍ୟରେ ମହିଳାଙ୍କ ପ୍ରତି ବଢୁଥିବା ନିର୍ଯାତନା ଘଟଣାକୁ ନେଇ ବିଜେଡି ଟିମ ରାଷ୍ଟ୍ରପତିଙ୍କ ନିକଟରେ ଫେରାଦ ହୋଇଛନ୍ତି। ଏଥିସହ ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣାରେ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତାର ପ୍ରମାଣ ଦେଇଛନ୍ତି। ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଛନ୍ତି ବିଜେଡି ଟିମ୍।
The post ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ବିଜେଡି ଟିମ୍ appeared first on .