ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ : ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର ୧୭।୮: ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ । ପୁଣି ଥରେ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ । ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ଦାବି ହୋଇଛି । କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଥିବା ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି । ମନ୍ତ୍ରୀ କହିଛନ୍ତି, ଓଡ଼ିଶା ଲୋକଙ୍କ ଗହମ ପାଇଁ ଚାହିଦାକୁ ଦୃଷ୍ଟିରେ ରଖି ଦାବି ରଖିଛି । ପୂର୍ବ ସରକାର ଗହମ ବନ୍ଦ କରି କେବଳ ଚାଉଳ ଯୋଗାଉଥିଲେ । ପୁଣି ଥରେ ପୂର୍ବଭଳି ଚାଉଳ ସହ ଗହମ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।You Can Read:ଭଦ୍ରକରେ ପହଞ୍ଚିଲା କୋଲ୍‌କାତା ନିଆଁ, ଜରୁରୀ ସେବା ଛାଡି ଆଉ ସବୁ ବନ୍ଦ

ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ : ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର ୧୭।୮: ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ । ପୁଣି ଥରେ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ । ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ଦାବି ହୋଇଛି । କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଥିବା ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି । ମନ୍ତ୍ରୀ କହିଛନ୍ତି, ଓଡ଼ିଶା ଲୋକଙ୍କ ଗହମ ପାଇଁ ଚାହିଦାକୁ ଦୃଷ୍ଟିରେ ରଖି ଦାବି ରଖିଛି । ପୂର୍ବ ସରକାର ଗହମ ବନ୍ଦ କରି କେବଳ ଚାଉଳ ଯୋଗାଉଥିଲେ । ପୁଣି ଥରେ ପୂର୍ବଭଳି ଚାଉଳ ସହ ଗହମ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

You Can Read:

ଭଦ୍ରକରେ ପହଞ୍ଚିଲା କୋଲ୍‌କାତା ନିଆଁ, ଜରୁରୀ ସେବା ଛାଡି ଆଉ ସବୁ ବନ୍ଦ