ରାସନକାର୍ଡଧାରୀଙ୍କୁ ନେଇ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ, ୪୦ ଲକ୍ଷ ଭୂତ ରାସନକାର୍ଡଧାରୀଙ୍କୁ ଧରିଲା ଭଳି…
ଭୁବନେଶ୍ୱର,୨୭।୧୨: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦେଲେ ବଡ଼ ସୂଚନା। ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ। ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ ଭୂତ ହିତାଧିକାରୀ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ଇ-କେୱାଇସି ଜାରି ଥିବା ମନ୍ତ୍ରୀ କହିଥିବା ବେଳେ ଭୂତ ରାସନକାର୍ଡଧାରୀଙ୍କ ଭଳି ଭୂତ ଚାଷୀଙ୍କୁ ଧରାଯିବ ବୋଲି ମଧ୍ୟ କହିଛନ୍ତି। ରାଜ୍ୟରେ କେତେ ପ୍ରକୃତ ଚାଷୀ ଅଛନ୍ତି ଜାଣିବାକୁ ରେଜିଷ୍ଟ୍ରେଶନ ଆରମ୍ଭ ହୋଇଛି। ମିଛ ପଞ୍ଜିକରଣ କରି ଧାନ ବିକୁଥିବା ଚାଷୀଙ୍କୁ ଧରିବାକୁ […] The post ରାସନକାର୍ଡଧାରୀଙ୍କୁ ନେଇ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ, ୪୦ ଲକ୍ଷ ଭୂତ ରାସନକାର୍ଡଧାରୀଙ୍କୁ ଧରିଲା ଭଳି… appeared first on Dharitri Odia News.
ଭୁବନେଶ୍ୱର,୨୭।୧୨: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦେଲେ ବଡ଼ ସୂଚନା। ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ।
ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ ଭୂତ ହିତାଧିକାରୀ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ଇ-କେୱାଇସି ଜାରି ଥିବା ମନ୍ତ୍ରୀ କହିଥିବା ବେଳେ
ଭୂତ ରାସନକାର୍ଡଧାରୀଙ୍କ ଭଳି ଭୂତ ଚାଷୀଙ୍କୁ ଧରାଯିବ ବୋଲି ମଧ୍ୟ କହିଛନ୍ତି। ରାଜ୍ୟରେ କେତେ ପ୍ରକୃତ ଚାଷୀ ଅଛନ୍ତି ଜାଣିବାକୁ ରେଜିଷ୍ଟ୍ରେଶନ ଆରମ୍ଭ ହୋଇଛି। ମିଛ ପଞ୍ଜିକରଣ କରି ଧାନ ବିକୁଥିବା ଚାଷୀଙ୍କୁ ଧରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି।
The post ରାସନକାର୍ଡଧାରୀଙ୍କୁ ନେଇ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ, ୪୦ ଲକ୍ଷ ଭୂତ ରାସନକାର୍ଡଧାରୀଙ୍କୁ ଧରିଲା ଭଳି… appeared first on Dharitri Odia News.