ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ସଫେଇ ଗାଡ଼ି

ଭୁବନେଶ୍ବର,୧୪।୧: ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଯାଇଛି ବିଏମ୍‌ସିର ସଫେଇ ଗାଡ଼ି। ଭୁବନେଶ୍ୱରର ଚନ୍ଦ୍ରଶେଖରପୁର-ଡମଣା ରାସ୍ତାରେ ଏହି ଅଭାବନୀୟ ଘଟଣା ଘଟିଛି। ପ୍ରଥମେ ସଫେଇ ଗାଡିଟି ହଠାତ୍‌ ଜଳିଥିଲା। ଆଉ ତା’ପରେ ରାସ୍ତା ମଝିରେ ଢୋ ଢୋ ଫୁଟିଥିଲା। ଲୋକେ ଭୟଗୀତ ହୋ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ। ସୂଚନା ପାଇବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲା। ସଫେଇ ଗାଡିଟି ସମ୍ପୂର୍ଣ୍ଣ ପୋଡ଼ି ଯାଇଥିବା ଦେଖିବାକୁ ମିଳିଛି। The post ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ସଫେଇ ଗାଡ଼ି appeared first on Dharitri Odia News.

ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ସଫେଇ ଗାଡ଼ି

ଭୁବନେଶ୍ବର,୧୪।୧: ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଯାଇଛି ବିଏମ୍‌ସିର ସଫେଇ ଗାଡ଼ି। ଭୁବନେଶ୍ୱରର ଚନ୍ଦ୍ରଶେଖରପୁର-ଡମଣା ରାସ୍ତାରେ ଏହି ଅଭାବନୀୟ ଘଟଣା ଘଟିଛି। ପ୍ରଥମେ ସଫେଇ ଗାଡିଟି ହଠାତ୍‌ ଜଳିଥିଲା। ଆଉ ତା’ପରେ ରାସ୍ତା ମଝିରେ ଢୋ ଢୋ ଫୁଟିଥିଲା। ଲୋକେ ଭୟଗୀତ ହୋ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ। ସୂଚନା ପାଇବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲା। ସଫେଇ ଗାଡିଟି ସମ୍ପୂର୍ଣ୍ଣ ପୋଡ଼ି ଯାଇଥିବା ଦେଖିବାକୁ ମିଳିଛି।

The post ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ସଫେଇ ଗାଡ଼ି appeared first on Dharitri Odia News.