ରାସ୍ତାକଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍
କାମାକ୍ଷାନଗର,୨୯।୫: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଗ୍ରାମ ନିକଟରେ ବୁଧବାର ସାରେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି। ଏଥିରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ବସ୍ଟି ଢେଙ୍କାନାଳରୁ କାମାକ୍ଷାନଗର ଆଡକୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। The post ରାସ୍ତାକଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍ appeared first on Dharitri Odia News.
କାମାକ୍ଷାନଗର,୨୯।୫: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଗ୍ରାମ ନିକଟରେ ବୁଧବାର ସାରେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି। ଏଥିରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ବସ୍ଟି ଢେଙ୍କାନାଳରୁ କାମାକ୍ଷାନଗର ଆଡକୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।
The post ରାସ୍ତାକଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍ appeared first on Dharitri Odia News.