ରାହୁଲଙ୍କ ପରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା: କହିଦେଲେ…

ନୂଆଦିଲ୍ଲୀ,୧୫।୭: FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉଦ୍‌ବେଗ ପ୍ରକାଶ କରିଛନ୍ତି। ଓଡ଼ିଶାରେ ପୁଣି ଏକ ଝିଅ ନ୍ୟାୟ ପାଇଁ ଲଢ଼ି ହାରିଗଲା ବୋଲି ସୋସିଆଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି। ଏପରିକି ସୌମ୍ୟାଶ୍ରୀଙ୍କ ପ୍ରତି ହୋଇଥିବା ଅତ୍ୟାଚାରକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଓଡ଼ିଆ ଝିଅଙ୍କୁ ନ୍ୟାୟ ମିଳିବା ବଦଳରେ ଅପମାନ ଓ ପ୍ରତାରଣା କରାଗଲା। ଏଭଳି ଅତ୍ୟାଚାର ତାଙ୍କୁ ଆତ୍ମହତ୍ୟା କରିବାକୁ ବାଧ୍ୟ କରିଦେଲା ବୋଲି ପ୍ରିୟଙ୍କା ପ୍ରକାଶ […] The post ରାହୁଲଙ୍କ ପରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା: କହିଦେଲେ… appeared first on Dharitri Odia News.

ରାହୁଲଙ୍କ ପରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା: କହିଦେଲେ…

ନୂଆଦିଲ୍ଲୀ,୧୫।୭: FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉଦ୍‌ବେଗ ପ୍ରକାଶ କରିଛନ୍ତି। ଓଡ଼ିଶାରେ ପୁଣି ଏକ ଝିଅ ନ୍ୟାୟ ପାଇଁ ଲଢ଼ି ହାରିଗଲା ବୋଲି ସୋସିଆଲ ମିଡିଆ ଏକ୍ସରେ ଉଲ୍ଲେଖ କରିଛନ୍ତି। ଏପରିକି ସୌମ୍ୟାଶ୍ରୀଙ୍କ ପ୍ରତି ହୋଇଥିବା ଅତ୍ୟାଚାରକୁ ନେଇ ପ୍ରଶ୍ନ ଉଠାଇଛନ୍ତି।

ଓଡ଼ିଆ ଝିଅଙ୍କୁ ନ୍ୟାୟ ମିଳିବା ବଦଳରେ ଅପମାନ ଓ ପ୍ରତାରଣା କରାଗଲା। ଏଭଳି ଅତ୍ୟାଚାର ତାଙ୍କୁ ଆତ୍ମହତ୍ୟା କରିବାକୁ ବାଧ୍ୟ କରିଦେଲା ବୋଲି ପ୍ରିୟଙ୍କା ପ୍ରକାଶ କରି ରାଜ୍ୟ ସରକାରଙ୍କୁ କଡ଼ା ଟାର୍ଗେଟ କରିଛନ୍ତି।

The post ରାହୁଲଙ୍କ ପରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା: କହିଦେଲେ… appeared first on Dharitri Odia News.