ରିମାଣ୍ଡ ପରେ ଜେଲ ଗଲେ କବିତା
ନୂଆଦିଲ୍ଲୀ,୨୬।୩: ରିମାଣ୍ଡ ଅବଧି ଶେଷ ହେବା ପରେ ଦିଲ୍ଲୀର ଏକ କୋର୍ଟ ଭାରତ ରାଷ୍ଟ୍ର ସମିତି ନେତ୍ରୀ କେ କବିତାଙ୍କୁ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଜେଲକୁ ପଠାଇ ଦେଇଛନ୍ତି। ତାଙ୍କ ଜାମିନ ଆବେଦନ ଉପରେ ଏପ୍ରିଲ ୧ ତାରିଖରେ ଶୁଣାଣି ହେବ। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗତ ୧୫ ତାରିଖରେ କେ କବିତାଙ୍କୁ ଗିରଫ କରିଥିଲା। ତା’ପରେ ତାଙ୍କୁ କୋର୍ଟରେ ହାଜର କରାଇ ଇଡି ରିମାଣ୍ଡରେ ନେଇଥିଲା। The post ରିମାଣ୍ଡ ପରେ ଜେଲ ଗଲେ କବିତା appeared first on Dharitri Odia News.
ନୂଆଦିଲ୍ଲୀ,୨୬।୩: ରିମାଣ୍ଡ ଅବଧି ଶେଷ ହେବା ପରେ ଦିଲ୍ଲୀର ଏକ କୋର୍ଟ ଭାରତ ରାଷ୍ଟ୍ର ସମିତି ନେତ୍ରୀ କେ କବିତାଙ୍କୁ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଜେଲକୁ ପଠାଇ ଦେଇଛନ୍ତି। ତାଙ୍କ ଜାମିନ ଆବେଦନ ଉପରେ ଏପ୍ରିଲ ୧ ତାରିଖରେ ଶୁଣାଣି ହେବ।
ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗତ ୧୫ ତାରିଖରେ କେ କବିତାଙ୍କୁ ଗିରଫ କରିଥିଲା। ତା’ପରେ ତାଙ୍କୁ କୋର୍ଟରେ ହାଜର କରାଇ ଇଡି ରିମାଣ୍ଡରେ ନେଇଥିଲା।
The post ରିମାଣ୍ଡ ପରେ ଜେଲ ଗଲେ କବିତା appeared first on Dharitri Odia News.