ରିଲାଏନ୍ସ ଟ୍ରେଣ୍ଡସର ଜବରଦସ୍ତ ଦୁର୍ଗାପୂଜା ଅଫର୍‌

ମୁମ୍ବାଇ,୨ା୧୦:ଚଳିତ ବର୍ଷର ପାର୍ବଣ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ସହ ଭାରତର ସର୍ବବୃହତ୍‌ ଓ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲର ପୋଷାକ ଓ ଆସେସୋରିଜ୍‌ ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡସ ପକ୍ଷରୁ ଖୁସିର ପର୍ବ ଏବଂ ଶ୍ରେଷ୍ଠ ପୂଜା ଲୁକ୍‌ ପ୍ରତିଯୋଗିତା ସହିତ ଦୁର୍ଗାପୂଜା ଅଭିଯାନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଦୁର୍ଗାପୂଜାକୁ ଗ୍ରାହକଙ୍କ ପାଇଁ ଅଧିକ ଆକର୍ଷଣୀୟ ଓ ଲାଭଦାୟକ କରିବା ପାଇଁ ଏହି ସ୍ବତନ୍ତ୍ର ପଦକ୍ଷେପ ଅଧୀନରେ […] The post ରିଲାଏନ୍ସ ଟ୍ରେଣ୍ଡସର ଜବରଦସ୍ତ ଦୁର୍ଗାପୂଜା ଅଫର୍‌ appeared first on Dharitri Odia News.

ରିଲାଏନ୍ସ ଟ୍ରେଣ୍ଡସର ଜବରଦସ୍ତ ଦୁର୍ଗାପୂଜା ଅଫର୍‌

ମୁମ୍ବାଇ,୨ା୧୦:ଚଳିତ ବର୍ଷର ପାର୍ବଣ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ସହ ଭାରତର ସର୍ବବୃହତ୍‌ ଓ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲର ପୋଷାକ ଓ ଆସେସୋରିଜ୍‌ ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡସ ପକ୍ଷରୁ ଖୁସିର ପର୍ବ ଏବଂ ଶ୍ରେଷ୍ଠ ପୂଜା ଲୁକ୍‌ ପ୍ରତିଯୋଗିତା ସହିତ ଦୁର୍ଗାପୂଜା ଅଭିଯାନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଦୁର୍ଗାପୂଜାକୁ ଗ୍ରାହକଙ୍କ ପାଇଁ ଅଧିକ ଆକର୍ଷଣୀୟ ଓ ଲାଭଦାୟକ କରିବା ପାଇଁ ଏହି ସ୍ବତନ୍ତ୍ର ପଦକ୍ଷେପ ଅଧୀନରେ ୩୪୯୯ ଟଙ୍କା କିମ୍ବା ତଦୂଦ୍ଧର୍‌ବ ମୂଲ୍ୟରେ କିଣାକିଣି କରୁଥିବା ଗ୍ରାହକଙ୍କୁ ମାତ୍ର ୨୪୯/୩୯୯ ଟଙ୍କାର ଏକ ଆକର୍ଷଣୀୟ ଉପହାର ମିଳିବ। ଏହି ସମୟ ମଧ୍ୟରେ ଗ୍ରାହକମାନେ ଶ୍ରେଷ୍ଠ ପୂଜା ଲୁକ୍‌ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ସହ ଆକର୍ଷଣୀୟ ପୁରସ୍କାର ଜିତିବାର ସୁଯୋଗ ପାଇବେ। ଟ୍ରେଣ୍ଡସ ଗ୍ରାହକଙ୍କଠାରୁ ଏଣ୍ଟ୍ରି ମଧ୍ୟ ଆମନ୍ତ୍ରଣ କରୁଛି, ଯେଉଁଠାରେ ସେମାନଙ୍କୁ ନିଜର ଏକ ସେଲ୍ଫି କ୍ଲିକ୍‌ କରିବାକୁ ପଡ଼ିବ କିମ୍ବା ୧ମିନିଟ୍‌ ରିଲ୍‌ ତିଆରି କରିବାକୁ ହେବ ଏବଂ ଏହାକୁ ସେମାନଙ୍କ ଇନ୍‌ଷ୍ଟାଗ୍ରାମ/ଫେସବୁକ୍‌ ପ୍ରୋଫାଇଲରେ ପୋଷ୍ଟ କରିବାକୁ ପଡ଼ିବ ଏବଂ ଶ୍ରେଷ୍ଠ ପୂଜା ଲୁକ୍‌ ପ୍ରତିଯୋଗିତାରେ ନିଜର ନାମ ଲେଖାଇବା ପାଇଁ @RelianceTrends ପୃଷ୍ଠାକୁ ଟ୍ୟାଗ୍‌ କରିବାକୁ ହେବ।

The post ରିଲାଏନ୍ସ ଟ୍ରେଣ୍ଡସର ଜବରଦସ୍ତ ଦୁର୍ଗାପୂଜା ଅଫର୍‌ appeared first on Dharitri Odia News.