ରୁକୁଣା ରଥ କାହିଁକି ଅଣଲେଉଟା କହିଲେ ସେବାୟତ

ଭୁବନେଶ୍ୱର: ରୁକୁଣା ରଥଯାତ୍ରା ଲିଙ୍ଗରାଜଙ୍କର ଏକ ପ୍ରମୁଖ ବାର୍ଷିକ ଉତ୍ସବ ଯାହା ଓଡ଼ିଶାର ଭୁବନେଶ୍ୱରଠାରେ ଲିଙ୍ଗରାଜ ମନ୍ଦିରରେ ପାଳନ କରାଯାଇଥାଏ। ଏହା ପୁରୀର ରଥଯାତ୍ରାଠାରୁ ମଧ୍ୟ ଅଧିକ ପୁରୁଣା ଯାତ୍ରା। ଆଜି ଏହି ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ତେବେ ଏହି ରଥର ବିଶେଷତ୍ୱ ହେଉଛି ଏହା ଅଣଲେଉଟା। The post ରୁକୁଣା ରଥ କାହିଁକି ଅଣଲେଉଟା କହିଲେ ସେବାୟତ appeared first on Dharitri Odia News.

ରୁକୁଣା ରଥ କାହିଁକି ଅଣଲେଉଟା କହିଲେ ସେବାୟତ

ଭୁବନେଶ୍ୱର: ରୁକୁଣା ରଥଯାତ୍ରା ଲିଙ୍ଗରାଜଙ୍କର ଏକ ପ୍ରମୁଖ ବାର୍ଷିକ ଉତ୍ସବ ଯାହା ଓଡ଼ିଶାର ଭୁବନେଶ୍ୱରଠାରେ ଲିଙ୍ଗରାଜ ମନ୍ଦିରରେ ପାଳନ କରାଯାଇଥାଏ। ଏହା ପୁରୀର ରଥଯାତ୍ରାଠାରୁ ମଧ୍ୟ ଅଧିକ ପୁରୁଣା ଯାତ୍ରା। ଆଜି ଏହି ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ତେବେ ଏହି ରଥର ବିଶେଷତ୍ୱ ହେଉଛି ଏହା ଅଣଲେଉଟା।

The post ରୁକୁଣା ରଥ କାହିଁକି ଅଣଲେଉଟା କହିଲେ ସେବାୟତ appeared first on Dharitri Odia News.