ରେଙ୍ଗାଲି ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି

ସମ୍ବଲପୁର:ଆଜି ରେଙ୍ଗାଲି ବ୍ଲକ କାର୍ଯ୍ୟାଳୟରେ ସମ୍ବଲପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଜାମ୍ବର ମହାନ୍ତି ଙ୍କ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ମୋଟ ୬୦ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୫୨ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, 8 ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା । ୧୨ ଟି ଅଭିଯୋଗ ଅନୁଷ୍ଠିତ ଅଭିଯୋଗ ଶୁଣାଣି ଠାରେ ସମାଧାନ କରାଯାଇଛି । The post ରେଙ୍ଗାଲି ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି appeared first on Odisha.News.

ରେଙ୍ଗାଲି  ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି

ସମ୍ବଲପୁର:ଆଜି ରେଙ୍ଗାଲି ବ୍ଲକ କାର୍ଯ୍ୟାଳୟରେ ସମ୍ବଲପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଜାମ୍ବର ମହାନ୍ତି ଙ୍କ ଅଧ୍ୟକ୍ଷତା ରେ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ମୋଟ ୬୦ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୫୨ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, 8 ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା । ୧୨ ଟି ଅଭିଯୋଗ ଅନୁଷ୍ଠିତ ଅଭିଯୋଗ ଶୁଣାଣି ଠାରେ ସମାଧାନ କରାଯାଇଛି ।

The post ରେଙ୍ଗାଲି ବ୍ଲକ ଠାରେ ଜନ ଅଭିଯୋଗ ଶୁଣାଣି appeared first on Odisha.News.