ରେଭେନ୍ସାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ନାମ ପରିବର୍ତ୍ତନକୁ ନେଇ ବିବାଦ

କଟକ,୪ା୯: ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତନ ଚର୍ଚ୍ଚା ମଧ୍ୟରେ ଏହି ପ୍ରସଙ୍ଗକୁ ନେଇ ବୁଧବାର କ୍ୟାମ୍ପସରେ ଉତ୍ତେଜନା ସୃଷ୍ଟି ହୋଇଛି। ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତ୍ତନ ନ କରିବା ଦାବିରେ ବୁଧବାର ଏକ ଛାତ୍ର ଗୋଷ୍ଠୀ ମଶାଲ ଶୋଭାଯାତ୍ରା କରିଥିଲେ। ତେବେ ଏହି ମଶାଲ ଯାତ୍ରା ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଦୁଇ ଗୋଷ୍ଠୀ ନାମ ପରିବର୍ତ୍ତନକୁ ନେଇ ବିବାଦ ହୋଇଥିବା କୁହାଯାଉଛି। ମୁହାଁମୁହିଁ ପରିସ୍ଥିତି ପରେ ଉତ୍ତେଜନା ସୃଷ୍ଟି ହୋଇଥିବା ଜଣାପଡିଛି। The post ରେଭେନ୍ସାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ନାମ ପରିବର୍ତ୍ତନକୁ ନେଇ ବିବାଦ appeared first on Dharitri Odia News.

ରେଭେନ୍ସାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ନାମ ପରିବର୍ତ୍ତନକୁ ନେଇ ବିବାଦ

କଟକ,୪ା୯: ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତନ ଚର୍ଚ୍ଚା ମଧ୍ୟରେ ଏହି ପ୍ରସଙ୍ଗକୁ ନେଇ ବୁଧବାର କ୍ୟାମ୍ପସରେ ଉତ୍ତେଜନା ସୃଷ୍ଟି ହୋଇଛି। ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତ୍ତନ ନ କରିବା ଦାବିରେ ବୁଧବାର ଏକ ଛାତ୍ର ଗୋଷ୍ଠୀ ମଶାଲ ଶୋଭାଯାତ୍ରା କରିଥିଲେ।

ତେବେ ଏହି ମଶାଲ ଯାତ୍ରା ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଦୁଇ ଗୋଷ୍ଠୀ ନାମ ପରିବର୍ତ୍ତନକୁ ନେଇ ବିବାଦ ହୋଇଥିବା କୁହାଯାଉଛି। ମୁହାଁମୁହିଁ ପରିସ୍ଥିତି ପରେ ଉତ୍ତେଜନା ସୃଷ୍ଟି ହୋଇଥିବା ଜଣାପଡିଛି।

The post ରେଭେନ୍ସାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ନାମ ପରିବର୍ତ୍ତନକୁ ନେଇ ବିବାଦ appeared first on Dharitri Odia News.