ରେଳ ଷ୍ଟେସନରେ ବିମାନବନ୍ଦରର ଭ୍ରମ

ରେଳ ଷ୍ଟେସନରେ ବିମାନବନ୍ଦରର ଭ୍ରମ। ଅତ୍ୟାଧୁନିକ ବ୍ୟବସ୍ଥା ସହ ଏମିତି କିଛି ନୂଆ ରୂପ ନେଇଛି ବ୍ରିଟିଶ୍ ଅମଳର କଟକ ରେଳଷ୍ଟେସନ୍। ରାଜ୍ୟରେ ପ୍ରଥମ କରି ସିଧାସଳଖ ଜାତୀୟ ରାଜପଥକୁ ସଂଯୋଗ ହେବାକୁ ଯାଉଛି ଏଇ ଷ୍ଟେସନର ପ୍ଲାଟଫର୍ମ।

ରେଳ ଷ୍ଟେସନରେ ବିମାନବନ୍ଦରର ଭ୍ରମ
Array