ରେଳମନ୍ତ୍ରୀଙ୍କ ଘୋଷଣା: ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୧୫।୨: ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ସ୍ବତନ୍ତ୍ର ଟ୍ରେନ ଗଡ଼ିବ। ଜୁଲାଇ- ଅଗଷ୍ଟରେ ଏହି ଟ୍ରେନ ଶୁଭାରମ୍ଭ ହେବ। ଏନେଇ ଗୁରୁବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଏହାଛଡା ବହୁ ପ୍ରତୀକ୍ଷିତ ପୁରୀ-କୋଣାର୍କ ମଧ୍ୟରେ ଶୀଘ୍ର ଟ୍ରେନ ଚଳାଚଳ କରିବ। ପୁରୀର ବହୁ ପ୍ରତିକ୍ଷୀତ ସିଦ୍ଧମହାବୀର ରେଳ ଓଭରବ୍ରିଜ ପାଇଁ ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଯୋଗଦେଇଥିଲେ। The post ରେଳମନ୍ତ୍ରୀଙ୍କ ଘୋଷଣା: ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ appeared first on Dharitri Odia News.

ରେଳମନ୍ତ୍ରୀଙ୍କ ଘୋଷଣା: ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୧୫।୨: ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ସ୍ବତନ୍ତ୍ର ଟ୍ରେନ ଗଡ଼ିବ। ଜୁଲାଇ- ଅଗଷ୍ଟରେ ଏହି ଟ୍ରେନ ଶୁଭାରମ୍ଭ ହେବ। ଏନେଇ ଗୁରୁବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଏହାଛଡା ବହୁ ପ୍ରତୀକ୍ଷିତ ପୁରୀ-କୋଣାର୍କ ମଧ୍ୟରେ ଶୀଘ୍ର ଟ୍ରେନ ଚଳାଚଳ କରିବ।

ପୁରୀର ବହୁ ପ୍ରତିକ୍ଷୀତ ସିଦ୍ଧମହାବୀର ରେଳ ଓଭରବ୍ରିଜ ପାଇଁ ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଯୋଗଦେଇଥିଲେ।

The post ରେଳମନ୍ତ୍ରୀଙ୍କ ଘୋଷଣା: ଶ୍ରୀକ୍ଷେତ୍ରରୁ ଅଯୋଧ୍ୟାକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ appeared first on Dharitri Odia News.