ରୋଷେଇ ଘରକୁ ମହଙ୍ଗା ମାଡ଼, ଖାଉଟି କଲବଲ

ରୋଷେଇ ଘରକୁ ମହଙ୍ଗା ମାଡ଼, ଖାଉଟି କଲବଲ। ୧୫ ଦିନରେ ଆଳୁ ଦର ଦେଢ଼ଗୁଣା ହୋଇ କିଲୋ ୩୦ ଟଙ୍କା ହେଲାଣି। ହରଡ଼ ଡାଲି ୮ ଟଙ୍କା ଓ ପାମୋଲିନ୍ ତେଲ 5 ଟଙ୍କା ବଢ଼ିଗଲାଣି। ବିଭିନ୍ନ ଖାଦ୍ୟ ସାମଗ୍ରୀର ଏମିତି ଉଚ୍ଚା ଦର ସାଧାରଣ ଖାଉଟିଙ୍କ ପକେଟକୁ ଢେର୍ ବାଧୁଛି।…