ଲକ୍ଷେ ଚେଷ୍ଟା କରିକି ବି ହାସିନାଙ୍କୁ ଅଟକାଇ ପାରିଲେନି ୟୁନୁସ୍, ବଡ଼ ଗେମ୍ ଖେଳିଲେ…
ଢାକା,୧।୧: ଗତ ବର୍ଷ ଅଗଷ୍ଟରେ ସରକାରୀ ବିରୋଧୀ ଆନ୍ଦୋଳନ ମଧ୍ୟରେ ଶେଖ ହାସିନା ବାଂଲାଦେଶ ଛାଡି ପଳାଇବା ପରେ ଲାଗୁଛି ଯେମିତି ତାଙ୍କର ରାଜନୈତିକ କ୍ୟାରିୟର ଶେଷ ହୋଇଛି। ଦେଶରେ ମହମ୍ମଦ ୟୁନୁସ୍ଙ୍କ ମଧ୍ୟବର୍ତ୍ତୀକାଳୀନ ସରକାର କ୍ଷମତାକୁ ଆସିଥିଲେ। ମହମ୍ମଦ ୟୁନୁସଙ୍କ ଜଣେ ପରାମର୍ଶଦାତା କହିଛନ୍ତି ଯେ ହାସିନାଙ୍କ ଦଳ ଅୱାମୀ ଲିଗକୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ଉପରେ ରୋକ ଲଗାଇବାକୁ ପ୍ରସ୍ତୁତ ହେଉଛନ୍ତି। ଗୋଟିଏ ପରେ ଗୋଟିଏ ଆବେଦନ ବାଂଲାଦେଶ କୋର୍ଟରେ ଦାଖଲ କରାଯାଇଥିଲା ଯାହା ଦ୍ୱାରା […] The post ଲକ୍ଷେ ଚେଷ୍ଟା କରିକି ବି ହାସିନାଙ୍କୁ ଅଟକାଇ ପାରିଲେନି ୟୁନୁସ୍, ବଡ଼ ଗେମ୍ ଖେଳିଲେ… appeared first on Dharitri Odia News.
ଢାକା,୧।୧: ଗତ ବର୍ଷ ଅଗଷ୍ଟରେ ସରକାରୀ ବିରୋଧୀ ଆନ୍ଦୋଳନ ମଧ୍ୟରେ ଶେଖ ହାସିନା ବାଂଲାଦେଶ ଛାଡି ପଳାଇବା ପରେ ଲାଗୁଛି ଯେମିତି ତାଙ୍କର ରାଜନୈତିକ କ୍ୟାରିୟର ଶେଷ ହୋଇଛି। ଦେଶରେ ମହମ୍ମଦ ୟୁନୁସ୍ଙ୍କ ମଧ୍ୟବର୍ତ୍ତୀକାଳୀନ ସରକାର କ୍ଷମତାକୁ ଆସିଥିଲେ। ମହମ୍ମଦ ୟୁନୁସଙ୍କ ଜଣେ ପରାମର୍ଶଦାତା କହିଛନ୍ତି ଯେ ହାସିନାଙ୍କ ଦଳ ଅୱାମୀ ଲିଗକୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ଉପରେ ରୋକ ଲଗାଇବାକୁ ପ୍ରସ୍ତୁତ ହେଉଛନ୍ତି। ଗୋଟିଏ ପରେ ଗୋଟିଏ ଆବେଦନ ବାଂଲାଦେଶ କୋର୍ଟରେ ଦାଖଲ କରାଯାଇଥିଲା ଯାହା ଦ୍ୱାରା ଅୱାମୀ ଲିଗ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ଉପରେ ଆଇନଗତ ଭାବରେ ରୋକାଯାଇପାରିବ। ଏବେ ବାଂଲାଦେଶର ନିର୍ବାଚନ କମିଶନ ଶେଖ ହାସିନାଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ନିର୍ବାଚନ ଆୟୋଗ କହିଛନ୍ତି ଯେ ଅୱାମୀ ଲିଗକୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ କୌଣସି ଆଇନଗତ ପ୍ରତିବନ୍ଧକ ନାହିଁ।
The post ଲକ୍ଷେ ଚେଷ୍ଟା କରିକି ବି ହାସିନାଙ୍କୁ ଅଟକାଇ ପାରିଲେନି ୟୁନୁସ୍, ବଡ଼ ଗେମ୍ ଖେଳିଲେ… appeared first on Dharitri Odia News.