ଲକ୍ଷେ ଟପିପାରେ ସୁନା ଦର
ଭୁବନେଶ୍ୱର,୨୦।୨ (ଅନୁରାଧା ମହାରଣା): କେତେକ ବୈଶ୍ୱିକ କାରଣରୁ ସୁନା ଦର ୧୦ ଗ୍ରାମ୍ ପିଛା ଲକ୍ଷେ ଟଙ୍କା ଟପିବ ବୋଲି ଆଶଙ୍କା କରାଯାଉଛି। ଆମେରିକା ଲଣ୍ଡନର ଥ୍ରେଡ୍ ଷ୍ଟ୍ରିଟ୍ ତଳେ ଥିବା ବିଶ୍ୱର ସର୍ବବୃହତ୍ ସୁନା ରିଜର୍ଭରୁ ଆମେରିକାର ସୁନା ମଗାଇବା ଆରମ୍ଭ କରିଛନ୍ତମି। ଏହି କ୍ରମରେ ଏ ପର୍ଯ୍ୟନ୍ତ ୮୦୦୦ ସୁନାବାର୍ ଆମେରିକାର ନ୍ୟୁୟର୍କ ସୁନା ରିଜର୍ଭରେ ପହଞ୍ଚିଛି। ବ୍ୟାଙ୍କ ଅଫ୍ ଇଂଲଣ୍ଡର ସୁନା ଭଣ୍ଡାରରେ ୨୨ ଲକ୍ଷ କୋଟି ଟଙ୍କାର ସୁନା ଜମାହୋଇ ରହିଛି। […] The post ଲକ୍ଷେ ଟପିପାରେ ସୁନା ଦର appeared first on Dharitri Odia News.
ଭୁବନେଶ୍ୱର,୨୦।୨ (ଅନୁରାଧା ମହାରଣା): କେତେକ ବୈଶ୍ୱିକ କାରଣରୁ ସୁନା ଦର ୧୦ ଗ୍ରାମ୍ ପିଛା ଲକ୍ଷେ ଟଙ୍କା ଟପିବ ବୋଲି ଆଶଙ୍କା କରାଯାଉଛି। ଆମେରିକା ଲଣ୍ଡନର ଥ୍ରେଡ୍ ଷ୍ଟ୍ରିଟ୍ ତଳେ ଥିବା ବିଶ୍ୱର ସର୍ବବୃହତ୍ ସୁନା ରିଜର୍ଭରୁ ଆମେରିକାର ସୁନା ମଗାଇବା ଆରମ୍ଭ କରିଛନ୍ତମି। ଏହି କ୍ରମରେ ଏ ପର୍ଯ୍ୟନ୍ତ ୮୦୦୦ ସୁନାବାର୍ ଆମେରିକାର ନ୍ୟୁୟର୍କ ସୁନା ରିଜର୍ଭରେ ପହଞ୍ଚିଛି। ବ୍ୟାଙ୍କ ଅଫ୍ ଇଂଲଣ୍ଡର ସୁନା ଭଣ୍ଡାରରେ ୨୨ ଲକ୍ଷ କୋଟି ଟଙ୍କାର ସୁନା ଜମାହୋଇ ରହିଛି। ଆଗାମୀ ଦିନରେ ସୁନା ଆମଦାନୀରେ ଶୁଳ୍କ ଲାଗୁହେବା ନେଇ ଆଶଙ୍କା କରାଯାଉଥିବାବେଳେ ସୁନା ଦର ଭାରତରେ ଲକ୍ଷେ ଟଙ୍କା ଟପିପାରେ।
The post ଲକ୍ଷେ ଟପିପାରେ ସୁନା ଦର appeared first on Dharitri Odia News.