ଲରମ୍ଭା କଲେଜର ପ୍ରତିଷ୍ଠା ଦିବସ ପାଳିତ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ ସ୍ଥିତ ଲରମ୍ଭା କଲେଜ ଠାରେ ଜନ୍ମାଷ୍ଟମୀ ଅବସରରେ କଲେଜ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଅଛି। ମହାବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରବିନାରାୟଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ, ସମ୍ମାନିତ ଅତିଥି ବିଧାୟକ ନିହାର ରଂଜନ ମହାନନ୍ଦ, ମୁଖ୍ୟବକ୍ତା ନେତାଜୀ ସୁବାଷ ଚନ୍ଦ୍ର ବୋଷ ସରକାରୀ କଲେଜର ସହକାରୀ ଓଡିଆ ପ୍ରାଧ୍ୟାପକ ଡଃ ଶ୍ୟାମ ଭୋଇ ମଂଚାସୀନ ଥିଲେ।