ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡ଼ିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ବର: ୧୯୯୨ ବ୍ୟାଚର ଦୁଇ ବରିଷ୍ଠ ଆଇପିଏସ୍‌ ଅଫିସର ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଲଳିତ ଦାସଙ୍କୁ ତାଙ୍କ ପୂର୍ବ ସ୍ଥାନରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଅନ୍ୟପକ୍ଷରେ ଏବେ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି ସପ୍ନା ତିୱାରୀ। ଲଳିତ ଦାସ ଏବେ ରାଜ୍ୟ ପୁଲିସର ସ୍ୱତନ୍ତ୍ର ଶାଖା ‘ମାନବାଧିକାର ସୁରକ୍ଷା ସେଲ୍‌’ ଦାୟିତ୍ୱରେ ଅଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ।

ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡ଼ିଜି ପାହ୍ୟାକୁ ପଦୋନ୍ନତି
Untitled 1 6

ଭୁବନେଶ୍ବର: ୧୯୯୨ ବ୍ୟାଚର ଦୁଇ ବରିଷ୍ଠ ଆଇପିଏସ୍‌ ଅଫିସର ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଲଳିତ ଦାସଙ୍କୁ ତାଙ୍କ ପୂର୍ବ ସ୍ଥାନରେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଅନ୍ୟପକ୍ଷରେ ଏବେ କେନ୍ଦ୍ରୀୟ ଡେପୁଟେସନରେ ଅଛନ୍ତି ସପ୍ନା ତିୱାରୀ।

WhatsApp Image 2024 03 07 at 19.02.24 b61c3df0

ଲଳିତ ଦାସ ଏବେ ରାଜ୍ୟ ପୁଲିସର ସ୍ୱତନ୍ତ୍ର ଶାଖା ‘ମାନବାଧିକାର ସୁରକ୍ଷା ସେଲ୍‌’ ଦାୟିତ୍ୱରେ ଅଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ।