ଲାଞ୍ଚ ନେଇ ଉଠାଜଳସେଚନ ବିଭାଗ ଯନ୍ତ୍ରୀ, ଠିକାଦାର ଗିରଫ

ନୟାଗଡ଼,୧୬ା୩(ଲୋକନାଥ ମିଶ୍ର): ବୋର୍‌ଓ୍ବେଲ୍‌ ଖୋଳିବା ପାଇଁ ୯ ହଜାର ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଭିଜିଲାନ୍ସ ୟୁନିଟ୍‌ ପକ୍ଷରୁ ନୟାଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଉପରେ ଚଢ଼ାଉ କରାଯାଇ କନିଷ୍ଠ ଯନ୍ତ୍ରୀ ଗୋପବନ୍ଧୁ ବୈତାଇ ଓ ଠିକାଦାର ଶ୍ରୀକାନ୍ତ ପତିଙ୍କୁ ଗିରଫ କରାଯାଇଛି। କନିଷ୍ଠ ଯନ୍ତ୍ରୀ ଓ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିବା ୯ ହଜାର ଟଙ୍କା ଜବତ କରାଯାଇଛି। ଭିଜିଲାନ୍ସ ପକ୍ଷରୁ କନିଷ୍ଠ ଯନ୍ତ୍ରୀଙ୍କ ନୟାଗଡ଼ର ଭଡାଘର ଉପରେ ଚଢ଼ାଉ ଜାରି ରହିଛି। The post ଲାଞ୍ଚ ନେଇ ଉଠାଜଳସେଚନ ବିଭାଗ ଯନ୍ତ୍ରୀ, ଠିକାଦାର ଗିରଫ appeared first on Dharitri Odia News.

ଲାଞ୍ଚ ନେଇ ଉଠାଜଳସେଚନ ବିଭାଗ ଯନ୍ତ୍ରୀ, ଠିକାଦାର ଗିରଫ

ନୟାଗଡ଼,୧୬ା୩(ଲୋକନାଥ ମିଶ୍ର): ବୋର୍‌ଓ୍ବେଲ୍‌ ଖୋଳିବା ପାଇଁ ୯ ହଜାର ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଭିଜିଲାନ୍ସ ୟୁନିଟ୍‌ ପକ୍ଷରୁ ନୟାଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଉପରେ ଚଢ଼ାଉ କରାଯାଇ କନିଷ୍ଠ ଯନ୍ତ୍ରୀ ଗୋପବନ୍ଧୁ ବୈତାଇ ଓ ଠିକାଦାର ଶ୍ରୀକାନ୍ତ ପତିଙ୍କୁ ଗିରଫ କରାଯାଇଛି। କନିଷ୍ଠ ଯନ୍ତ୍ରୀ ଓ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିବା ୯ ହଜାର ଟଙ୍କା ଜବତ କରାଯାଇଛି। ଭିଜିଲାନ୍ସ ପକ୍ଷରୁ କନିଷ୍ଠ ଯନ୍ତ୍ରୀଙ୍କ ନୟାଗଡ଼ର ଭଡାଘର ଉପରେ ଚଢ଼ାଉ ଜାରି ରହିଛି।

The post ଲାଞ୍ଚ ନେଇ ଉଠାଜଳସେଚନ ବିଭାଗ ଯନ୍ତ୍ରୀ, ଠିକାଦାର ଗିରଫ appeared first on Dharitri Odia News.