ଲାଞ୍ଜିଗଡ଼ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୯ତମ ଜନ୍ମ ଜୟନ୍ତୀ ସମାରୋହ ଅନୁଷ୍ଠିତ

ଲାଞ୍ଜିଗଡ,୫।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ମୁଖ୍ୟାଳୟ ବିଶ୍ୱନାଥପୁର ଠାରେ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଳକ ବିଜେଡି ସଭାପତି ହିମାଦ୍ରୀ ପେସନିଆଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରୀ,ବିଜେଡି ରାଜ୍ୟ ସଦସ୍ୟ ସଚିତାନନ୍ଦ ମହାଖୁଡ, ବିଧାୟକ ପ୍ରତିନିଧି ପ୍ରଦୀପ ଘଡେଇ, ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର,ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ […] The post ଲାଞ୍ଜିଗଡ଼ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୯ତମ ଜନ୍ମ ଜୟନ୍ତୀ ସମାରୋହ ଅନୁଷ୍ଠିତ appeared first on Dharitri Odia News.

ଲାଞ୍ଜିଗଡ଼ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୯ତମ ଜନ୍ମ ଜୟନ୍ତୀ ସମାରୋହ ଅନୁଷ୍ଠିତ

ଲାଞ୍ଜିଗଡ,୫।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ମୁଖ୍ୟାଳୟ ବିଶ୍ୱନାଥପୁର ଠାରେ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ସମାରୋହ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଳକ ବିଜେଡି ସଭାପତି ହିମାଦ୍ରୀ ପେସନିଆଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରୀ,ବିଜେଡି ରାଜ୍ୟ ସଦସ୍ୟ ସଚିତାନନ୍ଦ ମହାଖୁଡ, ବିଧାୟକ ପ୍ରତିନିଧି ପ୍ରଦୀପ ଘଡେଇ, ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର,ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ବଦ୍ରୀ ନାରାୟଣ ପଟ୍ଟନାୟକ,ଜୟପାଟଣା ଜିଲା ପରିଷଦ ସଦସ୍ୟା ପୁଷ୍ପଳତା ନାଏକ,ଥୁଆମୂଳ ରାମପୁର ଜିଲ୍ଲା ପରିଷଦ ସଦସ୍ୟା ଟୁନି ଖୁସଲା, ଲାଞ୍ଜିଗଡ଼ ଜୋନ୍-୨ ଜିଲ୍ଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକ,ଜୋନ୍-୧ ଅଞ୍ଜଳି ମାଝୀ,ଜିଲା ବିଜେଡି ସାଧାରଣ ସମ୍ପାଦକ ପାତ୍ର ମାଝୀ,ବିଜେଡି ଭବାନୀପାଟଣା ବ୍ଳକ ସଭାପତି ପ୍ରେମ ରଞ୍ଜନ ପାଣିଗ୍ରାହୀ, ଦେବ ପୁଝାରୀ,ଲାଞ୍ଜିଗଡ଼ ବ୍ଳକ ମହିଳା ବିଜେଡ଼ି ସଭାନେତ୍ରୀ ସୁଜାତା ଘଡେ଼ଇ, ବରିଷ୍ଠ ବିଜେଡି ନେତା ହରିଶଙ୍କର ବୁଦ୍ଧିଆ,ଲାଞ୍ଜିଗଡ଼ ବ୍ଳକ ପୂର୍ବତନ ଉପାଦକ୍ଷ ଶ୍ରୀଧର ପେସନିଆ,ବରିଷ୍ଠ ବିଜେଡି ନେତା ଚନ୍ଦ୍ରଧ୍ୱଜ ପେସନିଆ,ଲାଞ୍ଜିଗଡ଼ ବ୍ଳକ ଜୋନ୍ ସଭାପତି ଚନ୍ଦ୍ର ଶେଖର ମହାପାତ୍ର, ଲୋକନାଥ ମାଝୀ,ଲାଞ୍ଜିଗଡ଼ ବ୍ଳକ ବିଜେଡି ଯୁବ ସଭାପତି ଡିଲେସ ନାଗ,ଲାଞ୍ଜିଗଡ଼ ବ୍ଳକ ସମିତି ସଭ୍ୟ ସଂଘ ସଭାପତି ଜଗଦୀଶ ବେନିଆଁ,ଲାଞ୍ଜିଗଡ଼ ବ୍ଳକ ବିଜେଡ଼ି ଏସସି ସେଲ ସଭାପତି ବୈଦ୍ୟନାଥ ନାଏକ ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଲାଞ୍ଜିଗଡ଼ ବ୍ଳକ ସମିତି ସଭ୍ୟ ସଂଘ ସଭାପତି ଜଗଦୀଶ ବେନିଆଁ ଓ ସୁଶୀଲ ବାଗ ପରିଚାଳନା କରିଥିବା ବେଳେ ବ୍ଳକର ବିଭିନ୍ନ ପଞ୍ଚାୟତରୁ ଆସିଥିବା ବିଜେଡି ପଞ୍ଚାୟତ ସଭାପତିଙ୍କ ସମେତ ବହୁ ସଂଖ୍ୟକ ବିଜେଡି କର୍ମକର୍ତ୍ତା ଉପସ୍ଥିତ ଥିଲେ। ଶେଷରେ ଅମ୍ବୁଜ ଧଙ୍ଗଡ଼ାମାଝୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

The post ଲାଞ୍ଜିଗଡ଼ ବ୍ଲକ ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୯ତମ ଜନ୍ମ ଜୟନ୍ତୀ ସମାରୋହ ଅନୁଷ୍ଠିତ appeared first on Dharitri Odia News.