ଲିଙ୍ଗରାଜ ମନ୍ଦିରରେ ଅଘଟଣ: ମହାଦୀପ ଉଠିବା ବେଳେ ଖସିପଡ଼ିଲେ ସେବାୟତ
ଭୁବନେଶ୍ୱର,୨୬।୨: ମହାଶିବରାତ୍ରି ପାଇଁ ଲିଙ୍ଗରାଜ ପୀଠ ଚଳଚଞ୍ଚଳ ଥିବା ବେଳେ ମହାଦୀପ ଉଠିବା ସମୟରେ ଘଟିଛି ଅଘଟଣ। ମନ୍ଦିର ଚୂଡ଼ାକୁ ଚଢୁଥିବା ବେଳେ ସେବାୟତ ଖସିପଡିଥିବା ସୂଚନା ମିଳିଛି। ଖସିପଡ଼ି ସେବାୟତ ଆହତ ହୋଇଛନ୍ତି। The post ଲିଙ୍ଗରାଜ ମନ୍ଦିରରେ ଅଘଟଣ: ମହାଦୀପ ଉଠିବା ବେଳେ ଖସିପଡ଼ିଲେ ସେବାୟତ appeared first on Dharitri Odia News.
ଭୁବନେଶ୍ୱର,୨୬।୨: ମହାଶିବରାତ୍ରି ପାଇଁ ଲିଙ୍ଗରାଜ ପୀଠ ଚଳଚଞ୍ଚଳ ଥିବା ବେଳେ ମହାଦୀପ ଉଠିବା ସମୟରେ ଘଟିଛି ଅଘଟଣ। ମନ୍ଦିର ଚୂଡ଼ାକୁ ଚଢୁଥିବା ବେଳେ ସେବାୟତ ଖସିପଡିଥିବା ସୂଚନା ମିଳିଛି। ଖସିପଡ଼ି ସେବାୟତ ଆହତ ହୋଇଛନ୍ତି।
The post ଲିଙ୍ଗରାଜ ମନ୍ଦିରରେ ଅଘଟଣ: ମହାଦୀପ ଉଠିବା ବେଳେ ଖସିପଡ଼ିଲେ ସେବାୟତ appeared first on Dharitri Odia News.