ଲିଭ୍‌ଇନ୍‌ରେ ରହୁଥିଲେ ଯୁବତୀ, ସନ୍ଦେହଜନକ ଭାବେ ଆପାର୍ଟମେଣ୍ଟରୁ ମିଳିଥିଲା ମୃତଦେହ, ଏବେ ପୁରୁଷ ବନ୍ଧୁ….

ଭୁବନେଶ୍ୱର,୧୫।୯: ଭୁବନେଶ୍ୱର ଖଣ୍ଡଗିରିସ୍ଥିତ ଆପାର୍ଟମେଣ୍ଟରେ ଯୁବତୀ ମୃତ୍ୟୁ ଘଟଣାରେ ପ୍ରେମିକଙ୍କୁ ଥାନାରେ ପୋଲିସ ଅଟକ ରଖିଛି। ଭୁବନେଶ୍ବର ବାହାରୁ ଧରି ଆଣି ପ୍ରେମିକଙ୍କୁ ଖଣ୍ଡଗିରି ଥାନାରେ ଅଟକ ରଖିଥିବା ସୂଚନା ମିଳିଛି। ଆପାର୍ଟମେଣ୍ଟରେ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ମିଳିଥିଲା, ଖଣ୍ଡଗିରି ଏକ ଆପାର୍ଟମେଣ୍ଟରୁ ଯୁବତୀଙ୍କ ମୃତଦେହ ମିଳିଥିବା ବେଳେ ତାଙ୍କ ପୁରୁଷବନ୍ଧୁ ଫେରାର୍‌ ଥିଲେ। ଅନ୍ୟପକ୍ଷେ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ତାଙ୍କ ପରିବାର ଲୋକେ। ଲିଭ-ଇନ ନୁହେଁ ବରଂ ଯୁବକ ଜଣକ ବିବାହ କରିଥିବା […] The post ଲିଭ୍‌ଇନ୍‌ରେ ରହୁଥିଲେ ଯୁବତୀ, ସନ୍ଦେହଜନକ ଭାବେ ଆପାର୍ଟମେଣ୍ଟରୁ ମିଳିଥିଲା ମୃତଦେହ, ଏବେ ପୁରୁଷ ବନ୍ଧୁ…. appeared first on Dharitri Odia News.

ଲିଭ୍‌ଇନ୍‌ରେ ରହୁଥିଲେ ଯୁବତୀ, ସନ୍ଦେହଜନକ ଭାବେ ଆପାର୍ଟମେଣ୍ଟରୁ ମିଳିଥିଲା ମୃତଦେହ, ଏବେ ପୁରୁଷ ବନ୍ଧୁ….

ଭୁବନେଶ୍ୱର,୧୫।୯: ଭୁବନେଶ୍ୱର ଖଣ୍ଡଗିରିସ୍ଥିତ ଆପାର୍ଟମେଣ୍ଟରେ ଯୁବତୀ ମୃତ୍ୟୁ ଘଟଣାରେ ପ୍ରେମିକଙ୍କୁ ଥାନାରେ ପୋଲିସ ଅଟକ ରଖିଛି। ଭୁବନେଶ୍ବର ବାହାରୁ ଧରି ଆଣି ପ୍ରେମିକଙ୍କୁ ଖଣ୍ଡଗିରି ଥାନାରେ ଅଟକ ରଖିଥିବା ସୂଚନା ମିଳିଛି।

ଆପାର୍ଟମେଣ୍ଟରେ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ମିଳିଥିଲା, ଖଣ୍ଡଗିରି ଏକ ଆପାର୍ଟମେଣ୍ଟରୁ ଯୁବତୀଙ୍କ ମୃତଦେହ ମିଳିଥିବା ବେଳେ ତାଙ୍କ ପୁରୁଷବନ୍ଧୁ ଫେରାର୍‌ ଥିଲେ।
ଅନ୍ୟପକ୍ଷେ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ତାଙ୍କ ପରିବାର ଲୋକେ। ଲିଭ-ଇନ ନୁହେଁ ବରଂ ଯୁବକ ଜଣକ ବିବାହ କରିଥିବା କରିଥିଲେ ।
ଯୁବତୀ ଜଣକ ଏମସିଏ ପଢା ସାରି ଭୁବନେଶ୍ୱରରେ ଲିଭ-ଇନ ରିଲେସନସିପରେ ରହୁଥିବା ସୂଚନାଥିଲା। ଉଭୟ ପୁଅ ଏବଂ ଝିଅଙ୍କ ଘର ଗଞ୍ଜାମ ଜିଲାର । ସେମାନେ ଏକାଠି ଏହି ଆପାର୍ଟମେଣ୍ଟରେ ରହି ଆସୁଥିଲେ ।

The post ଲିଭ୍‌ଇନ୍‌ରେ ରହୁଥିଲେ ଯୁବତୀ, ସନ୍ଦେହଜନକ ଭାବେ ଆପାର୍ଟମେଣ୍ଟରୁ ମିଳିଥିଲା ମୃତଦେହ, ଏବେ ପୁରୁଷ ବନ୍ଧୁ…. appeared first on Dharitri Odia News.