ଲିଭ୍ଇନ୍ରେ ରହୁଥିଲେ ଯୁବତୀ, ସନ୍ଦେହଜନକ ଭାବେ ଆପାର୍ଟମେଣ୍ଟରୁ ମିଳିଲା ମୃତଦେହ, ପୁରୁଷ ବନ୍ଧୁ….
ଭୁବନେଶ୍ୱର,୧୩।୯: ଆପାର୍ଟମେଣ୍ଟରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଏଭଳି ଅଭାନୀୟ ଘଟଣା ଘଟିଛି ଭୁବନେଶ୍ୱରସ୍ଥିତ ଖଣ୍ଡଗିରିରେ। ଖଣ୍ଡଗିରି ଏକ ଆପାର୍ଟମେଣ୍ଟରୁ ଯୁବତୀଙ୍କ ମୃତଦେହ ମିଳିଥିବା ବେଳେ ତାଙ୍କ ପୁରୁଷବନ୍ଧୁ ଫେରାର୍ ଅଛନ୍ତି। ଅନ୍ୟପକ୍ଷେ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ତାଙ୍କ ପରିବାର ଲୋକେ। ଲିଭ-ଇନ ନୁହେଁ ବରଂ ଯୁବକ ଜଣକ ବିବାହ କରିଥିବା କହିଛନ୍ତି । ସୂଚନାଯୋଗ୍ୟ, ଯୁବତୀ ଜଣକ ଏମସିଏ ପଢା ସାରି ଭୁବନେଶ୍ୱରରେ ଲିଭ-ଇନ ରିଲେସନସିପରେ ରହୁଥିବା ସୂଚନା ମିଳିଛି । ଉଭୟ […] The post ଲିଭ୍ଇନ୍ରେ ରହୁଥିଲେ ଯୁବତୀ, ସନ୍ଦେହଜନକ ଭାବେ ଆପାର୍ଟମେଣ୍ଟରୁ ମିଳିଲା ମୃତଦେହ, ପୁରୁଷ ବନ୍ଧୁ…. appeared first on Dharitri Odia News.
ଭୁବନେଶ୍ୱର,୧୩।୯: ଆପାର୍ଟମେଣ୍ଟରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଏଭଳି ଅଭାନୀୟ ଘଟଣା ଘଟିଛି ଭୁବନେଶ୍ୱରସ୍ଥିତ ଖଣ୍ଡଗିରିରେ। ଖଣ୍ଡଗିରି ଏକ ଆପାର୍ଟମେଣ୍ଟରୁ ଯୁବତୀଙ୍କ ମୃତଦେହ ମିଳିଥିବା ବେଳେ ତାଙ୍କ ପୁରୁଷବନ୍ଧୁ ଫେରାର୍ ଅଛନ୍ତି।
ଅନ୍ୟପକ୍ଷେ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ତାଙ୍କ ପରିବାର ଲୋକେ। ଲିଭ-ଇନ ନୁହେଁ ବରଂ ଯୁବକ ଜଣକ ବିବାହ କରିଥିବା କହିଛନ୍ତି ।
ସୂଚନାଯୋଗ୍ୟ, ଯୁବତୀ ଜଣକ ଏମସିଏ ପଢା ସାରି ଭୁବନେଶ୍ୱରରେ ଲିଭ-ଇନ ରିଲେସନସିପରେ ରହୁଥିବା ସୂଚନା ମିଳିଛି । ଉଭୟ ପୁଅ ଏବଂ ଝିଅଙ୍କ ଘର ଗଞ୍ଜାମ ଜିଲାରେ । ସେମାନେ ଏକାଠି ଏହି ଆପାର୍ଟମେଣ୍ଟରେ ରହି ଆସୁଥିଲେ ।ଖବର ପାଇ ସାଇଣ୍ଟିଫିକ ଟିମ ସହ ଖଣ୍ଡଗିରି ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।
The post ଲିଭ୍ଇନ୍ରେ ରହୁଥିଲେ ଯୁବତୀ, ସନ୍ଦେହଜନକ ଭାବେ ଆପାର୍ଟମେଣ୍ଟରୁ ମିଳିଲା ମୃତଦେହ, ପୁରୁଷ ବନ୍ଧୁ…. appeared first on Dharitri Odia News.