ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ
ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଜଣେ ପୂର୍ବତନ ରାଜ୍ୟପାଳଙ୍କ ସମେତ ୧,୬୦୦ ରୁ ଅଧିକ ପ୍ରାର୍ଥୀ ସେମାନଙ୍କର ନିର୍ବାଚନ ଭାଗ୍ୟ ପରୀକ୍ଷା କରୁଛନ୍ତି। କାରଣ ଦେଶରେ ଗୁରୁତ୍ୱପୂର୍ଣ୍ଣ ଲୋକ ସଭା ନିର୍ବାଚନ ୨୦୨୪ର ପ୍ରଥମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଭୋଟିଂ […] The post ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ appeared first on Dharitri Odia News.
ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଜଣେ ପୂର୍ବତନ ରାଜ୍ୟପାଳଙ୍କ ସମେତ ୧,୬୦୦ ରୁ ଅଧିକ ପ୍ରାର୍ଥୀ ସେମାନଙ୍କର ନିର୍ବାଚନ ଭାଗ୍ୟ ପରୀକ୍ଷା କରୁଛନ୍ତି। କାରଣ ଦେଶରେ ଗୁରୁତ୍ୱପୂର୍ଣ୍ଣ ଲୋକ ସଭା ନିର୍ବାଚନ ୨୦୨୪ର ପ୍ରଥମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଭୋଟିଂ ମଧ୍ୟରେ ଛତିଶଗଡର ବସ୍ତରରେ ଆଇଇଡି ବିସ୍ଫୋରଣର ଖବର ଆସିଛ। ଏହି ଘଟଣାରେ ଜଣେ ସିଆରପିଏଫ ଯବାନ ଆହତ ହୋଇଥିବା ଖବର ରହିଛି। ମଣିପୁରରେ ଗୁଳି ବିନିମୟ ହେବାର ଖବର ରହିଛି।
The post ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ appeared first on Dharitri Odia News.