ଲୋକଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟପାଳ

ଭୁବନେଶ୍ୱର : ଢେଙ୍କାନାଳ, ଅନୁଗୁଳର ଜିଲାରେ ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଚିଠି ଲେଖିଛନ୍ତି ରାଜ୍ୟପାଳ ରଘୁବର ଦାସ। ନିକଟରେ ସ୍ଥାନୀୟ ଲୋକେ ବିଭିନ୍ନ ସମସ୍ୟା ନେଇ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ୨ ଜିଲା ଗସ୍ତ କରି ଲୋକଙ୍କ ସହ ଆଲୋଚନା କରିଥିଲେ ରାଜ୍ୟପାଳ। ସେଠାରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ପରେ ସ୍ଥିତି ସମୀକ୍ଷା କରି ଢେଙ୍କାନାଳ, ଅନୁଗୁଳର ବିଭିନ୍ନ ସମସ୍ୟା ଉପରେ ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି […]

ଲୋକଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟପାଳ
ଲୋକଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟପାଳ

ଭୁବନେଶ୍ୱର : ଢେଙ୍କାନାଳ, ଅନୁଗୁଳର ଜିଲାରେ ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଚିଠି ଲେଖିଛନ୍ତି ରାଜ୍ୟପାଳ ରଘୁବର ଦାସ। ନିକଟରେ ସ୍ଥାନୀୟ ଲୋକେ ବିଭିନ୍ନ ସମସ୍ୟା ନେଇ ରାଜ୍ୟପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପରେ ୨ ଜିଲା ଗସ୍ତ କରି ଲୋକଙ୍କ ସହ ଆଲୋଚନା କରିଥିଲେ ରାଜ୍ୟପାଳ।

ସେଠାରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ପରେ ସ୍ଥିତି ସମୀକ୍ଷା କରି ଢେଙ୍କାନାଳ, ଅନୁଗୁଳର ବିଭିନ୍ନ ସମସ୍ୟା ଉପରେ ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ତାଳଚେର କନ୍ଧବେରିଣୀ ଗାଁର ଜଳସ୍ତର ହ୍ରାସ, ଯୋରନ୍ଦା ବୃଦ୍ଧାଶ୍ରମ ଏବଂ ବାଜିରାଉତ ଛାତ୍ରାବାସର ସମସ୍ୟାକୁ ନେଇ ଚିଠିରେ ଉଲ୍ଲେଖ ରହିଛି।