ଲୋକସେବା ଭବନ କନଭେନସନ ସେଣ୍ଟରରେ ନିଯୁକ୍ତି ମେଳା, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଭୁବନେଶ୍ବର ଲୋକସେବା ଭବନ କନଭେନସନ ସେଣ୍ଟରରେ ନିଯୁକ୍ତି ମେଳା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଉଦଘାଟନ କରିଥିଲେ । ୪୭୬ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା । ନିଯୁକ୍ତି ପତ୍ର ପାଇ ଆଶାୟୀମାନେ ଖୁସି ପ୍ରକାଶ କରିଛନ୍ତି । The post ଲୋକସେବା ଭବନ କନଭେନସନ ସେଣ୍ଟରରେ ନିଯୁକ୍ତି ମେଳା, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ appeared first on KNews Odisha.

ଭୁବନେଶ୍ବର: ଭୁବନେଶ୍ବର ଲୋକସେବା ଭବନ କନଭେନସନ ସେଣ୍ଟରରେ ନିଯୁକ୍ତି ମେଳା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଉଦଘାଟନ କରିଥିଲେ । ୪୭୬ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା । ନିଯୁକ୍ତି ପତ୍ର ପାଇ ଆଶାୟୀମାନେ ଖୁସି ପ୍ରକାଶ କରିଛନ୍ତି ।
The post ଲୋକସେବା ଭବନ କନଭେନସନ ସେଣ୍ଟରରେ ନିଯୁକ୍ତି ମେଳା, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ appeared first on KNews Odisha.